PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲେଖକ ସଲମାନ ରୁଶଦୀଙ୍କୁ ଆକ୍ରମଣ , ପଶ୍ଚିମ ନ୍ୟୁୟର୍କର ଏକ କାର୍ଯ୍ୟକ୍ରମରେ ମଞ୍ଚ ଉପରେ ଭାଷଣ ଦେଇଥିବା ବେଳେ ଛୁରାମାଡ଼ , ରକ୍ତ ଜୁଡୁବୁଡୁ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ଲକ୍ଷ୍ନୌ : ସ୍ୱାଧିନତା ଦିବସ ପୂର୍ବରୁ ୟୁପି ଏଟିଏସ୍‌କୁ ବଡ଼ ସଫଳତା । ସହାରନପୁରରୁ ଦୁଇ ଆତଙ୍କବାଦୀଙ୍କୁ କଲା ଗିରଫ । ସ୍ୱାଧିନତା ଦିବସରେ ବଡ଼ ହମଲା କରିବାର ଯୋଜନା କରୁଥିଲେ
  • ||
  • କୋଏମ୍ବାଟୁର : ବେଙ୍ଗାଲୁରରୁ ମାଳଦ୍ୱୀପର ମାଲେ ଯାଉଥିବା ଗୋ ଫାଷ୍ଟ ବିମାନର ଜରୁରୀ ଅବତରଣ, ୯୨ ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ତାତି ଗଲା ଇଞ୍ଜିନ
  • ||
  • ଉଦୟପୁର : ଉଦୟପୁର କହ୍ନୈୟାଲାଲ ହତ୍ୟାକାଣ୍ଡରେ କଥିତ ଷଡ଼ଯନ୍ତ୍ରକାରୀ ମୁସ୍ଲିମ୍ ଖାନକୁ ଗିରଫ କଲା ଏଏନଆଇ
  • ||
  • ଅନନ୍ତନାଗ : ଜମ୍ମୁ-କଶ୍ମୀରର ଅନନ୍ତାଗରେ ପୁଲିସ୍ ଓ ସିଆରପିଏଫ ଯବାନଙ୍କ ମଳିତ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ, ଆହତ ପୋଲିସ କର୍ମୀ ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ଭାରତୀୟ ବାୟୁସେନାର ଏକ ଦଳ ମାଲେସିଆ ଗସ୍ତରେ ଯାଇଛନ୍ତି, ଏହି ଦଳ ଦୁଇଦେଶ ମଧ୍ୟରେ ଦ୍ବିପାକ୍ଷୀକ ଯୁଦ୍ଧାଭ୍ୟାସକୁ ନେଇ ଆୟୋଜିତ କାର୍ଯ୍ୟକ୍ରମ ‘ଉଦାରଶକ୍ତି’ରେ ଭାଗ ନେବେ
  • ||
  • ମୋହନା : ସଂଗଠନ ଛାଡ଼ିଥିବା ମାଓବାଦୀ ପ୍ରଫୁଲ୍ଲ ପରିଚ୍ଛାକୁ ଗିରଫ କଲା ଅଡ଼ବା ପୋଲିସ, ଥାନାରେ ରହିଛି ୭ ମାମଲା
  • ||
  • ବୌଦ୍ଧ : ବୌଦ୍ଧ ୫୭ନଂ ଜାତୀୟ ଖୁଣ୍ଟବନ୍ଧ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ
  • ||
  • ଭୁବନେଶ୍ବର : ପିପିଲି ଟୋଲ ପ୍ଲାଜା ନିକଟରେ ଓଲଟିଲା ବସ୍, ଜଣେ ମୃତ ଓ ୨୦ଆହତ
  • ||
  • ନୟାଗଡ଼ : ବାଘ ଶୀକାର କରି ଫଟୋ ଉଠାଇବା ପଡ଼ିଲା ମହଙ୍ଗା, ୫ ବର୍ଷ ପରେ ଧରାପଡ଼ିଲା ବାଘ ଶିକାରୀ
  • ||
  • ବାରିପଦା : ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୨୭ ହଜାର ହେକ୍ଟରରୁ ଉର୍ଦ୍ଧ୍ଵ ଜମିକୁ ମିଳିବ ଜଳସେଚନ ସୁବିଧା
  • ||
  • ଉଦଳା : ଉଦଳା ଏନଏସି ଅଧୀନ ୱାର୍ଡ ନମ୍ବର ୩ରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କୃମି ଔଷଧ ଖାଇ ଶିଶୁ ପୁତ୍ର ଗୁରୁତର , ଡାକ୍ତରଖାନାରେ ଭର୍ତ୍ତି
  • ||
  • ସମ୍ବଲପୁର : ହୀରାକୁଦର ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା, ସତର୍କ ସୂଚନା ଜାରି କଲା ପ୍ରଶାସନ
  • ||
  • ପାଟଣା : ଘର ଉପରେ ମାଡ଼ି ବସିଲା ବିରାଟକାୟ ବଉଳ ବୃକ୍ଷ, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ
  • ||
  • ପୁରୀ : ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା ଉତ୍ସବ, ବୀରଡୋରିରେ ଦୁଇ ଭାଇଙ୍କ ହାତରେ ୬ ଥାକିଆ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା
  • ||
  • ପାଟଣା : ଚୋରାଚାଲାଣ ବେଳେ ମାଡ଼ିବସିଲା ବନ ବିଭାଗ, ଶାଳ କାଠ ବୋଝେଇ ସ୍କର୍ପିଓ ଜବତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ଆଶଙ୍କା
  • ||
  • ଭଦ୍ରକ : ଫୁଲୁଛି ବୈତରଣୀ ଓ ସାଳନ୍ଦୀ, ହଦଗଡ଼ ଡ୍ୟାମ୍‌ରୁ ୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ
  • ||

ଆଜିର ରାଶିଫଳ (୩/୪, ବୁଧବାର)

ମେଷ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ବଡ ଧରଣର ସଫଳତା ପାଇ ପାରନ୍ତି । ସାଂସାରିକ ସୁଖ ସମ୍ମାନ ପାଇବେ । ଚାକିରିରେ ସହଯୋଗ ପାଇବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗଗୋଲଡେନ୍‌ ।

ବୃଷ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବିଭିନ୍ନ ଉପାୟରେ ଆର୍ଥାଗାମ ହେବ । ସାଂସାରିକ ଉନ୍ନତି କରିବେ ।
ଚାକିରିରେ ଦାୟିତ୍ୱବୋଧ ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।

ମିଥୁନ- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଭବିଷ୍ୟତ କଥାକୁ ନେଇ ବହୁ ଚିନ୍ତାରେ ରହିବେ । ସାଂସାରିକ ସମସ୍ୟାରେ ରହିବେ । ଚାକିରିରେ ଅଭିଯୋଗ ଆସପିାରେ । ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।

କର୍କଟ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେବ । ଉଭୟେ ପ୍ରେମ ଓ ସାଂସାରିକ ଭୁଲ ବୁଝାମଣା ରହିବ । ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ । ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ସିଂହ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସୁଖ ସମ୍ମାନ ମିଳିବ ।
ଚାକିରିରେ ମାନ ମର୍ଯ୍ୟାଦା ବୃଦ୍ଧି ହେବ । ପରିବହନ ଓ ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍‌ ।

କନ୍ୟା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଉଚ୍ଚ ଆଶା ପୂରଣ ହେବ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲିଭର ।

ତୁଳା- କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଯୋଗ ରହିଛି । ସାଂସାରିକ ଅସହଯୋଗ ମନେ ହେବ । ରାଜନୀତିରେ ବିବାଦୀୟ ପରିସ୍ଥିତି ଉପୁଜିପାରେ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ବିଛା- କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ଧନୁ- ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମକ୍ଷେତ୍ରରେ ଦୃଢ଼ ମନା ରହିବେ । ସାଂସାରକି ଉଚ୍ଚାଭଳିାଷୀ ହେବେ । ଚାକିରିେିର ସମ୍ମାନ ବଢିବ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।

ମକର- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ଆର୍ଥିକ କଥାକୁ କେନ୍ଦ୍ର କରି ସମସ୍ୟାରେ ପଡି ପାରନ୍ତି । ସାଂସାରକି ଅଶାନ୍ତି ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲିଭର ।

କୁମ୍ଭ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଟି ପ୍ରସନ୍ନତା ଭିତରେ ରହିବେ । ସାଂସାରକି ଉତ୍ତମ ବୁଝାମଣା ରହିବ । ଚାକିରିରେ ପ୍ରଶଂସା ପାଇବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ମୀନ- ଘାତଚନ୍ଦ୍ର କାରଣରୁ କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ରହିବ । ସାଂସାରିକ ଅଶାନ୍ତି ଦେଖାଦେବ । ମହିଳାମାନେ ନିଜକୁ ହେୟ ମନେକରିବେ । ପରିବହନ ଓ ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।