ଆଜିର ରାଶିଫଳ (୩/୪, ବୁଧବାର)

ମେଷ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ବଡ ଧରଣର ସଫଳତା ପାଇ ପାରନ୍ତି । ସାଂସାରିକ ସୁଖ ସମ୍ମାନ ପାଇବେ । ଚାକିରିରେ ସହଯୋଗ ପାଇବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗଗୋଲଡେନ୍ ।
ବୃଷ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବିଭିନ୍ନ ଉପାୟରେ ଆର୍ଥାଗାମ ହେବ । ସାଂସାରିକ ଉନ୍ନତି କରିବେ ।
ଚାକିରିରେ ଦାୟିତ୍ୱବୋଧ ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।
ମିଥୁନ- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଭବିଷ୍ୟତ କଥାକୁ ନେଇ ବହୁ ଚିନ୍ତାରେ ରହିବେ । ସାଂସାରିକ ସମସ୍ୟାରେ ରହିବେ । ଚାକିରିରେ ଅଭିଯୋଗ ଆସପିାରେ । ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
କର୍କଟ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେବ । ଉଭୟେ ପ୍ରେମ ଓ ସାଂସାରିକ ଭୁଲ ବୁଝାମଣା ରହିବ । ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ । ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ସିଂହ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସୁଖ ସମ୍ମାନ ମିଳିବ ।
ଚାକିରିରେ ମାନ ମର୍ଯ୍ୟାଦା ବୃଦ୍ଧି ହେବ । ପରିବହନ ଓ ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍ ।
କନ୍ୟା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଉଚ୍ଚ ଆଶା ପୂରଣ ହେବ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲିଭର ।
ତୁଳା- କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଯୋଗ ରହିଛି । ସାଂସାରିକ ଅସହଯୋଗ ମନେ ହେବ । ରାଜନୀତିରେ ବିବାଦୀୟ ପରିସ୍ଥିତି ଉପୁଜିପାରେ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ବିଛା- କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ଧନୁ- ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମକ୍ଷେତ୍ରରେ ଦୃଢ଼ ମନା ରହିବେ । ସାଂସାରକି ଉଚ୍ଚାଭଳିାଷୀ ହେବେ । ଚାକିରିେିର ସମ୍ମାନ ବଢିବ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
ମକର- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ଆର୍ଥିକ କଥାକୁ କେନ୍ଦ୍ର କରି ସମସ୍ୟାରେ ପଡି ପାରନ୍ତି । ସାଂସାରକି ଅଶାନ୍ତି ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲିଭର ।
କୁମ୍ଭ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଟି ପ୍ରସନ୍ନତା ଭିତରେ ରହିବେ । ସାଂସାରକି ଉତ୍ତମ ବୁଝାମଣା ରହିବ । ଚାକିରିରେ ପ୍ରଶଂସା ପାଇବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ମୀନ- ଘାତଚନ୍ଦ୍ର କାରଣରୁ କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ରହିବ । ସାଂସାରିକ ଅଶାନ୍ତି ଦେଖାଦେବ । ମହିଳାମାନେ ନିଜକୁ ହେୟ ମନେକରିବେ । ପରିବହନ ଓ ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।