ପ୍ରମୁଖ ଖବର
  • ପଞ୍ଚ ମହଲା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ୩ ମୃତ
  • ||
  • ଶାହଙ୍କ ପରେ ଓଡ଼ିଶା ଆସୁଛନ୍ତି ଜେପି ନଡ୍ଡା, ରବିବାର ଆମ୍ବପୁଆରେ ବିଶାଳ ସଭାକୁ ସମ୍ବୋଧିତ କରିବେ
  • ||
  • IPL ୨୦୨୪: ଆଜି ଦିଲ୍ଲୀ କ୍ୟାପିଟାଲ୍ସ-ମୁମ୍ବାଇ ଇଣ୍ଡିଆନ୍ସ ଫାଇଟ୍, କୁଲଦୀପ-ରୋହିତ ଲଢ଼େଇ
  • ||
  • ଆହୁରି ଭୀଷଣ ହେବ ସୂର୍ଯ୍ୟଙ୍କ ପ୍ରକୋପ: ରାଜ୍ୟରେ ୩୦ ଯାଏ ରେଡ୍‌ ୱାର୍ଣ୍ଣିଂ, ଉପକୂଳ ଓ ପଶ୍ଚିମରେ ଅସମ୍ଭାଳ ତାତି
  • ||

ଆଜିର ରାଶିଫଳ (୪/୪, ଗୁରୁବାର)

ମେଷ- କୃଷ୍ଣ ପକ୍ଷ ଦ୍ୱାଦଶରେ ଚନ୍ଦଙ୍କ୍ର କାରଣରୁ ବହୁ ଚେଷ୍ଟା କରି ସଫଳ ହେବେ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳାମାନେ ଗୃହ କାର୍ଯ୍ୟରେ ବ୍ୟସ୍ତ ରହିବେ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଆୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ବୃଷ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳ ହେବେ । ସାଂସାରିକ ସୁଖ ସମ୍ମାନ ପାଇବେ । ଚାକରିରେ ସହଯୋଗ ପାଇବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶ ।

ମିଥୁନ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ସମାଜରେ ପ୍ରତିଷ୍ଠିତ ହେବେ । ସାଂସାରକି ଉନ୍ନତି କରିବେ । ଚାକିରିରେ ଦାୟିତ୍ୱବୋଧ ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସଲିଭର ।

କର୍କଟ- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁକାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଯୋଗ ରହିଛି । ସାଂସାରିକ ସମସ୍ୟାରେ ରହିବେ । ଚାକିରିରେ ଅଭିଯୋଗ ଆସପିାରେ । ବାଣିଜ୍ୟରେ ପ୍ରିତିବନ୍ଧକ ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।

ସିଂହ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ । ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୯, ଶୁଭ ରଙ୍ଗ-ଲାଲ ।

କନ୍ୟା- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରକି ସୁଖ ସମ୍ମାନ ମିଳିବ । ଚାକିରିରେ ମାନ ମର୍ଯ୍ୟାଦା ବୃଦ୍ଧି ହେବ । ପରିବହନ ଓ ବାଣିଜ୍ୟରେ ପୁଞ୍ଜିନିିବେଶ କରି ସଫଳ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।

ତୁଳା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମେକ୍ଷତ୍ରରେ ଦୃଢମନା ରହିବେ । ସାଂସାରିକ ଅଥର୍ପ୍ରାପ୍ତି ଯୋଗ ରହିଛି । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭଅଙ୍କ-୫, ଶୁଭରଙ୍ଗ-ସବୁଜ

ବିଛା- କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ମନ୍ଥରତା ରହିବ । ସାଂସାରିକ ଅସହଯୋଗ ମନେ ହେବ । ରାଜନୀତିରେ ବିବାଦୀୟ ପରସ୍ଥିତି ଉପୁଜିପାରେ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ ।

ଧନୁ- କୃଷ୍ଣ ପକ୍ଷ ଚତୁର୍ଥରେ ଘାତ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ଅଟକି ଯାଇପାରେ । ସାଂସାରିକ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।

ମକର- ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ଉଚ୍ଚାଭିଳାଷୀ ହେବେ । ଚାକିରିରେ ସମ୍ମାନ ବଢିବ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।

କୁମ୍ଭ- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଚିନ୍ତା ଜନକ ରହିବେ । ସାଂସାରିକ ଭୁଲ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭଅଙ୍କ-୪, ଶୁଭରଙ୍ଗ-ମେଟାଲିକ୍ ।

ମୀନ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କୌଣସି ସାଂସ୍କୃତିକ ପରିବେଶରେ ଯୋଗଦାନ କରିପାରନ୍ତି । ସାଂସାରିକ ଉତ୍ତମ ବୁଝାମଣା ରହିବ । ଚାକିରିରେ ପ୍ରଶଂସା ପାଇବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.