ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଆଜି ମା’ଙ୍କ ବିଜୟାଦଶମୀ, ମା’ଙ୍କୁ ଦର୍ଶନ କରିବା ପାଇଁ ମଣ୍ଡପରେ ଭକ୍ତଙ୍କ ଭିଡ଼

Published By : Harapriya Sethi | October 13, 2024 8:14 AM

ଭୁବନେଶ୍ୱର,୧୩/୧୦: ଆଜି ମା’ଙ୍କ ବିଜୟାଦଶମୀ, ଅସତ୍ୟ ଉପରେ ହେବ ସତ୍ୟର ଜୟ । ପବିତ୍ର ଦଶହରାର ଶେଷ ଦିନରେ ମଣ୍ଡପରେ ମନ୍ତ୍ର ଉଚ୍ଚାରଣ ସହ ଚାଲିଛି ମା’ଙ୍କ ଆରାଧନା । ମା'ଙ୍କୁ ଦର୍ଶନ କରିବା ପାଇଁ ମଣ୍ଡପରେ ସକାଳୁ ସକାଳୁ ଶ୍ରଦ୍ଧାଳୁ ମାନେ ଭିଡ ଜମାଇଲେଣି । ଭୁବନେଶ୍ୱର ମଣ୍ଡପ ଗୁଡିକରେ ସୁଉଚ୍ଚ ତୋରଣ ଓ ସୁନ୍ଦର ଆଲୋକମାଳ, ସାଜସଜ୍ଜା ବେଶ ଆକର୍ଷଣୀୟ ହୋଇଛି । 

ବିଜୟାଦଶମୀ ଅବସରରେ ଆଜି ବିଭିନ୍ନ ସ୍ଥାନରେ ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ବିଜୟାଦଶମୀ ପରେ ଧରାପୃଷ୍ଠରୁ ମେଲାଣି ନେବେ ମା’ ଦୁର୍ଗା । ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡି କରାଯାଇଛି । ଟ୍ବିନ ସିଟି କଟକ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମଣ୍ଡପ ମାନଙ୍କରେ ବେଶ ଭିଡ଼ ଦେଖିବାକୁ ମିଳୁଛି  । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.