PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦୁଝର ସଦର : କେନ୍ଦୁଝର ଜିଲ୍ଲା ସଦର ଥାନା ସୁଆକାଠି ନିକଟରୁ ଦୁଇଟି ବଳଦ ବୋଝେଇ ଗାଡ଼ି ଜବତ
  • ||
  • କଣ୍ଟାବାଞ୍ଜି : ପ୍ରାଥମିକ ବିଦ୍ୟାଳୟର ତାଲା ଭାଙ୍ଗି ଲୁଟ୍
  • ||

ଆଜି ସୂର୍ଯ୍ୟମନ୍ଦିରକୁ ପ୍ରବେଶ ଶୁଳ୍କ ଛାଡ଼

Image Courtesy: The New Indian Express

କୋଣାର୍କ,୧୯/୧୧: ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଶନିବାର କୋଣାର୍କ ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି । ଏଏସ୍‌ଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ବିଶ୍ୱ ଐତିହ୍ୟ ସପ୍ତାହ ସମାରୋହ ପାଳନ ସହିତ ପର୍ଯ୍ୟଟକଙ୍କୁ ଗୋଟିଏ ଦିନ ପାଇଁ ଶୁଳ୍କ ଛାଡ଼ ହୋଇଥିବା ସଂରକ୍ଷଣ ଅଧିକାରୀ ନିରଜ ସିଂ ପ୍ରକାଶ କରିଛନ୍ତି । ସୂର୍ଯ୍ୟମନ୍ଦିର ପରିସରରେ ସପ୍ତାହ ବ୍ୟାପୀ ଐତିହ୍ୟ ଫଟୋ ପ୍ରଦର୍ଶନୀ ଆୟୋଜିତ ହେଉଛି ।