ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରୀୟ ହିନ୍ଦୀ ସମିତି ବୈଠକରେ ଯୋଗଦେବେ

Published By : Prameya | November 4, 2024 8:29 AM

ଭୁବନେଶ୍ୱର,୦୪/୧୧: ସୋମବାର ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦ୍ରୀୟ  ହିନ୍ଦୀ ସମିତି ବୈଠକରେ ଯୋଗଦେବେ  ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏ  ବୈଠକରେ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ ବିଶଦ ଚର୍ଚ୍ଚା ହେବ । ବୈଠକରେ ବହୁ  କେନ୍ଦ୍ରମନ୍ତ୍ରୀ ଓ ବିଶେଷଜ୍ଞ ସାମିଲ ହେବେ ।  ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଭୁବନେଶ୍ୱର ଫେରିବେ ବୋଲି ସୂଚନା ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.