ଭୁବନେଶ୍ୱର, ୧୪/୦୫: ବୁଧବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ରହିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ଣ ୫ଟାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ଏହି ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆଲୋଚନା ପରେ ଗୃହୀତ ହେବ ।
ସୂଚନା ଅନୁଯାଇ, ବୁଧବାର ଅପରାହ୍ନ ୫ଟାରେ ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତା କରିବେ। ବିଭିନ୍ନ ବିଭାଗ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆଲୋଚନା ହେବ। ସେହିଭଳି କିଛି ପ୍ରସ୍ତାବରେ କ୍ୟାବିନେଟ୍ ମୋହର ବାଜିପାରେ ବୋଲି ସୂଚନା ମିଳିଛି।