ପ୍ରମୂଖ ଖବର
  • ସିଙ୍ଗାପୁର ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ: କହିଲେ ଓଡ଼ିଶା ସହ ବଢିବ ସମ୍ପର୍କ, ବଢିବ ପୁଞ୍ଜି ନିବେଶ
  • ||
  • ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ମାର୍ଗଦର୍ଶିକା, ଡିଜିଟାଇଜେସନ୍‌ ହେବ ସମସ୍ତ ଫାଇଲ୍‌ ଏବଂ ରେକର୍ଡ
  • ||
  • ଅଲକାଦିର ଟ୍ରଷ୍ଟ ଭ୍ରଷ୍ଟାଚାର ମାମଲା : ଇମରାନଙ୍କୁ ୧୪ ଏବଂ ପତ୍ନୀଙ୍କୁ ୭ ବର୍ଷ ଜେଲ୍‌ଦଣ୍ଡ
  • ||
  • ଶିମିଳିପାଳ ଜଗିବେ ୧ ପ୍ଳାଟୁନ୍‌ ପୁଲିସ, ଶିକାରୀ ପ୍ରବଣ ଗ୍ରାମରେ ହେବ ପାଟ୍ରୋଲିଂ
  • ||
  • କଟକ : ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ମାମଲା ରୁଜୁ
  • ||
  • ଭୁବନେଶ୍ୱର : ଭଙ୍ଗାହେଲା ବୈକୁଣ୍ଠ ଧାମ, ଆଶ୍ରମ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା
  • ||
  • ରାୟଗଡ଼ା : ଧୁମାଗୁଡ଼ା ଗାଁରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଶନିବାର ଦିନିକିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ସମ୍ୱଲପୁର : ନବଦାସଙ୍କ ଭାଇଙ୍କ ଘରେ ବଡ଼ ଧରଣର ରେଡ୍‌, ତନାଘନା କରୁଛି ଆୟକର ଟିମ୍‌
  • ||
  • ଗଞ୍ଜାମ : କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ବଢିଲା ପାରିଶ୍ରମିକ, ଏବେ ମିଳିବ ୧୬ ହଜାର
  • ||
  • ଚାନ୍ଦବାଲି : ଗ୍ରାହକଙ୍କ ଆକାଉଣ୍ଟରୁ ଆପେ ଆପେ ଗୋଲ୍ ହେଉଛି ଟଙ୍କା, ଚିନ୍ତାରେ ଗ୍ରାହକ
  • ||
  • ଦିଗପହଣ୍ଡି : ଦ୍ରୁତଗତିରେ ଆସି ଓଲଟିଲା କଣ୍ଟେନର: ଅଳ୍ପକେ ବର୍ତ୍ତିଲେ ଲୋକେ, ଡ୍ରାଇଭର ଗିରଫ
  • ||
  • ଜମ୍ମୁ-କାଶ୍ମୀରରେ ରହସ୍ୟମୟ ରୋଗରେ ୧୫ ଶିଶୁ ମୃତ, ତଦନ୍ତ ଲାଗି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ଗଠନ
  • ||
  • ରାଜଧାନୀରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି,ଏୟାରପୋର୍ଟରେ ଭବ୍ୟ ସ୍ବାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ
  • ||

ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀରୁ ନାମାଙ୍କନ କରିବେ ବିଜେଡି ପ୍ରାର୍ଥୀ ସୁଶାନ୍ତ ରାଉତ

Published By : Prameya | April 30, 2024 10:21 AM

ଚନ୍ଦ୍ରଶେଖରପୁର,୩୦/୦୪:  ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ  ନାମାଙ୍କନ ଆରମ୍ଭ ହୋଇଛି । ଆସନ୍ତା ମେ ୨୫ରେ ଭୁବନେଶ୍ୱରରେ ନିର୍ବାଚନ ହେବ । ଏଥିପାଇଁ ମଙ୍ଗଳବାର ଉତ୍ତର ନିର୍ବାଚନମଣ୍ଡଳୀର  ବିଜେଡି ବିଧାୟକ ପ୍ରାର୍ଥୀ ସୁଶାନ୍ତ ରାଉତ ନାମାଙ୍କନ ଦାଖଲ କରିବେ ।  ମାଉସୀ ମା’ଛକ ନିକଟରୁ ସେ ଏକ ବିଶାଳ  ରାଲିରେ ବାହାରିବେ । ସେଠାରୁ ପ୍ରାୟ ୧୦ ହଜାର ସମର୍ଥକଙ୍କ ସହ ଯାଇ  ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ନାମାଙ୍କନପତ୍ର ଦାଖଲ କରିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.