ପ୍ରମୂଖ ଖବର
  • ବଲାଙ୍ଗୀର : ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ ଯନ୍ତ୍ରୀ, ହରେକୃଷ୍ଣ ସାହୁଙ୍କ ଠାରୁ ୭ ହଜାର ଟଙ୍କା ଜବତ କଲା ଭିଜିଲାନ୍ସ
  • ||
  • ବୌଦ୍ଧ : ସାମାନ୍ୟ ବଚସାକୁ ନେଇ ଛୁରା ମାଡ, ଯୁବକ ମୃତ
  • ||
  • ଉଦଳା : ମରିଗଲା ମାନବିକତା, ପୋଲ ତଳେ ନବଜାତକକୁ ଛାଡି ଚାଲିଗଲା ମା
  • ||
  • ଗୁଣପୁର : ପିକ୍‌ଅପ୍ ଭ୍ୟାନ୍ ସହ ୨୫ ଟି ଶାଳ କାଠ ଜବତ, ୨ ଗିରଫ
  • ||
  • ୧୦,୩୦୦ କୁଇଣ୍ଟାଲ୍ ଅର୍ପଣ ଚାଉଳ ନିଲାମ; ୨ କୋଟି ୮୬ ହଜାର ଟଙ୍କାରେ ନିଲାମ, ଶ୍ରୀମନ୍ଦିର ପାଣ୍ଠିରେ ଜମା ହେବ ଟଙ୍କା
  • ||
  • ରାଜଧାନୀରେ ପୋଲିସକୁ ଛୁରାମାଡ଼, କନେଷ୍ଟବଳ ଆହତ
  • ||
  • ଭୁବନେଶ୍ୱର ବିମାନ ବନ୍ଦରରେ ନିର୍ମାଣ ହେବ ତୃତୀୟ ଟର୍ମିନାଲ, ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ
  • ||
  • ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ ଡାକରା, ୩୨୬ ନମ୍ବର ରାଞ୍ଚି – ବିଜାଓ୍ବାଡା ଜାତୀୟ ରାଜପଥ ଅବରୋଧ
  • ||
  • ପାଟଣା : ଗାଧୋଇବା ବେଳେ ଅଘଟଣ, ପୋଖରୀରେ ବୁଡି ୪ ବର୍ଷର ଶିଶୁପୁତ୍ରର ମୃତ୍ୟୁ
  • ||
  • ଚୌଦ୍ବାର : ରେଳ ଧାରଣରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • ଉଦଳା : ସିସିଟିଭିରେ ଗାମୁଛା ଗୁଡ଼ାଇ ଚୋରି, ଦେଢ଼ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ୨୦ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଲୁଟ୍
  • ||
  • ବଣାଇ : ରେଡ଼ିଓକୁଲାର ଲଗାଇବା ପରେ ଦନ୍ତାର ଉତ୍ପାତ, ଘରେ ପଶି ବ୍ୟକ୍ତିଙ୍କୁ କଚାଡ଼ି ମାରିଲା ହାତୀ
  • ||
  • ସୁନ୍ଦରଗଡ : ଘରେ ପଶି ଦୁଇ ଗାଡି ଜାଳିଦେଲେ ଦୁର୍ବୃତ୍ତ; ଜଣେ ଅଟକ
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଦକ୍ଷିଣ ଆଫ୍ରିକା - ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଟକ୍କର, ସ୍ୱତନ୍ତ୍ର ଜର୍ସି ପିନ୍ଧି ଖେଳିବ ଦ.ଆଫ୍ରିକା
  • ||
  • ଜିଲ୍ଲାଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ: ଯାତାୟାତ ଠପ୍‌, ଯାତ୍ରୀ ହନ୍ତସନ୍ତ
  • ||
  • ଦଶହରାରେ ବର୍ଷା ନାହିଁ, ରହିବ ଗୁଳୁଗୁଳି ପାଗ: ଓଡ଼ିଶା ଉପରେ ପଡିବନି ଲଘୁଚାପ ପ୍ରଭାବ
  • ||
  • ସମ୍ବଲପୁର ମଣ୍ଡଳ ଜେଲ୍‌ରେ ରେଡ୍‌, ବିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ
  • ||

ଓଡ଼ିଶା ଆସିବେ ପୂର୍ବତନ ଉପ ରାଷ୍ଟ୍ରପତି ଭେଙ୍କୟା ନାଇଡୁ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର ୨୭/୦୯: ଆଜି ଓଡ଼ିଶା ଆସିବେ ପୂର୍ବତନ ଉପ ରାଷ୍ଟ୍ରପତି ଭେଙ୍କୟା ନାଇଡୁ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଏହି ଗ୍ରସ୍ତ ଅବସରରେ ଉଭୟ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଭେଙ୍କୟା ନାଇଡ଼ୁ ଦୁଇ ଦିନିଆ ଗସ୍ତରେ ଆସି ଆଜି ଦିନ ୧୦ଟା ୧୫ରେ ଭୁବନେଶ୍ୱର ରେଳ ଷ୍ଟେସନରେ ପହଞ୍ଚିବେ। ସେଠାରୁ ରାଜଭବନ ଯାଇ ସେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। 

ସେହିପରି ହିମନ୍ତ ବିଶ୍ୱଶର୍ମା ଦିନିକିଆ ଗସ୍ତରେ ଆସି ଆଜି ସକାଳ ସାଢେ ୧୦ଟା ବେଳେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସେ ସିଧାସଳଖ ରଜଭବନ ଯାଇ ରାଜ୍ୟପାଳଙ୍କ ସହ ସୌଜନ୍ୟମୂଳକ ସାକ୍ଷତ କରିବେ। ପାଖାପାଖି ଘଣ୍ଟାଏ ଧରି ରାଜଭବନରେ ରହିବେ ହିମନ୍ତ ବିଶ୍ୱଶର୍ମା। ପରେ ରାଜଭବନରୁ ବାହାରି ଭୁବନେଶ୍ୱର ବିମାନ ବନ୍ଦର ଯିବେ। ସେଠାରୁ ସେ ଝାଡଖଣ୍ଡ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.