ପୁରୀ, ୨୯/୬ :  ଆସନ୍ତାକାଲି ତଥା ସୋମବାର ଆଷାଢ଼ ଶୁକ୍ଳ ଚତୁର୍ଥୀ ଯୁକ୍ତ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । 

ଏଣୁ ଦ୍ବିତୀୟ ଭୋଗମଣ୍ତପ ଭୋଗ ଶେଷ ହେବା ପରେ ରାତି ୯ଟା ଠାରୁ ବିଳମ୍ବିତ ରାତି ୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।