ପ୍ରମୁଖ ଖବର
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

କୋଣାର୍କ ବୁଲିବାକୁ ଆସିଥିବା ବେଳେ ଅଂଶୁଘାତରେ ପର୍ଯ୍ୟଟକ ଅଚେତ

 କୋଣାର୍କ,୧୬।୪(ଆପ୍ର) କୋଣାର୍କ ସୂର୍ଯ୍ୟମନ୍ଦିର ବୁଲିବାକୁ ଆସିଥିବା ଜଣେ ପର୍ଯ୍ୟଟକ ଅଂଶୁଘାତରେ ଅଚେତ ହୋଇପଡ଼ିଥିଲେ।  ପର୍ଯ୍ୟଟକମାନେ ହେଲେ ଜୟନ୍ତୀ ମଣ୍ଡଳ।

ମଙ୍ଗଳବାର କୋଲକତା ବିଭୁମର ପର୍ଯ୍ୟଟକ ଜୟନ୍ତୀ ମଣ୍ଡଳ(୬୪) ସୂର୍ଯ୍ୟମନ୍ଦିର ବୁଲିବାକୁ ଆସିଥିଲେ। ଦିନ ୧୧ଟା ସମୟରେ ମନ୍ଦିର ବୁଲୁଥିବା ସମୟରେ ପ୍ରଚଣ୍ଡ ଖରା ଯୋଗୁଁ ନାଟ୍ୟ ମଣ୍ଡପ ନିକଟରେ ଅଚେତ ହୋଇପଡିଥିଲେ। ମନ୍ଦିର ସମ୍ମୁଖ ପୁଲିସ ସହାୟତା କେନ୍ଦ୍ର କର୍ମଚାରୀ ତାଙ୍କୁ ୧୦୮ ଆମ୍ବୁଲାନ୍ସରେ କୋଣାର୍କ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ସେଠାରେ ତାଙ୍କର ଚିକିତ୍ସା ପରେ ସେ ସୁସ୍ଥ ହୋଇଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.