ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ଟ୍ରାକ୍ଟର ଦୁର୍ଘଟଣା ଏକ ମୃତ; ଏକ ଗୁରୁତର

Published By : Bijay Swain | July 17, 2025 6:42 PM

ସୋରଡା: ସୋରଡ଼ା ବ୍ଲକ ବୁଗୁଡ଼ା ଗ୍ରାମ ନିକଟରେ ଟ୍ରାକ୍ଟର ଦୁର୍ଘଟଣାରେରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣା ପଡିଛି I ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତି ଜଣଙ୍କ ହେଉଛନ୍ତି ଗୋପାଳପୁର ଶାସନ ଗ୍ରାମର ଚନ୍ଦ୍ରୁ ପ୍ରଧାନ(୪୫) ଓ ଗୁରୁତର ଜଣକ ହେଲେ ସେହି ଗ୍ରାମର ଅନିଲ ଗୌଡ଼(୪୦)।

ତେବେ ବର୍ତ୍ତମାନ ସୁଦ୍ଧା ଦୁର୍ଘଟଣାର ସ୍ପଷ୍ଟ କାରଣ ଜଣା ପଡ଼ିପାରିନାହିଁ l ମୃତକଙ୍କୁ ସୋରଡ଼ା ମେଡିକାଲ ଅଣାଯାଇଛି I ଗୁରୁତର ଅନିଲଙ୍କୁ ପ୍ରଥମେ ସୋରଡ଼ା ମେଡିକାଲ ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବା ଡାକ୍ତର ଦିଲୀପ ନାୟକ ସୂଚନା ଦେଇଛନ୍ତି l ତେବେ ମୃତକ ଓ ଗୁରୁତର ଦୁଇ ଜଣ ଯାକ ଶ୍ରମିକ ଶ୍ରେଣୀର ହୋଇଥିବା ବେଳେ ଟ୍ରାକ୍ଟରରେ ସେମାନେ କୌଣସି ଜିନିଷ ଲୋଡ଼ କରୁଥିଲେ କିମ୍ବା ସେଠାରେ ଥିଲେ I ଟ୍ରାକ୍ଟର ସେମାନଙ୍କ ଉପରେ ଚଢ଼ିଗଲା ନା ଚାପି ହୋଇଗଲେ ତାହା ସ୍ପଷ୍ଟ ହୋଇନାହିଁ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.