ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ଶାଳ କାଠ ବୋଝେଇ ଟ୍ରାକ୍ଟର ଜବତ, ଚାଳକ ଫେରାର

Published By : Prameya | May 27, 2025 10:21 AM

ମହାବିରୋଡ଼,୨୭/୦୫: ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ ଉର୍ବେଙ୍ଗି ଗ୍ରାମ ନିକଟରେ ଏକ ନମ୍ବର ବିହୀନ ଶାଳ କାଠ ବୋଝେଇ ଟ୍ରାକ୍ଟରକୁ ଜବତ କରିଛି ବନ ବିଭାଗ। ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜରୁ ଏକ ଟ୍ରକ୍ଟରରେ ଶାଳ କାଠ ଚୋରା ଚାଲାଣ ହେଉଥିଲା । ହେଲେ ସାହାଲା ଫରେଷ୍ଟ ବିଟ୍ ଉର୍ବେଙ୍ଗି ଗାଁ ନିକଟରେ ଟ୍ରାକ୍ଟରଟି ହଠାତ୍ ଓଲଟି ପଡ଼ିଥିଲା।ସେହି ସମୟରେ ବନ କର୍ମଚାରୀଙ୍କୁ ଦେଖି କାଠ ମାଫିଆ ଓ ଟ୍ରାକ୍ଟର ଚାଳକ ଗାଡ଼ି ଛାଡ଼ି ଚମ୍ପଟ ମାରିଥିଲେ। ବନ କର୍ମଚାରୀମାନେ କାଠ ବୋଝେଇ ଟ୍ରାକ୍ଟରକୁ ଜବତ କରି ରେଞ୍ଜ୍ କାର୍ଯ୍ୟାଳୟକୁ ଆଣିଥିଲେ । 

ଏ ସଂକ୍ରାନ୍ତରେ ରେଞ୍ଜ୍ ଅଧିକାରୀ କୈଳାସ ଚନ୍ଦ୍ର ସାହୁ କହିଛନ୍ତି, ଏକ ଫୁଟ୍ ସାଇଜର ୪୦ରୁ ୫୦ ଶାଳ ଷ୍ଟମ୍ପ ସହିତ ଟ୍ରାକ୍ଟର ଜବତ କରାଯାଇଛି । ଘଟଣାସ୍ଥଳରେ ଟ୍ରାକ୍ଟରଟି ଓଲଟି ପଡ଼ିଥିଲା। ଟ୍ରାକ୍ଟର ଚାଳକ ଓ କାଠ ମାଫିଆ ଫେରାର ଅଛନ୍ତି । ଗାଡ଼ିର ତଥ୍ୟ ଜାଣିବା ପାଇଁ ମୋଟର ଯାନ ନିରୀକ୍ଷକଙ୍କୁ ଅବଗତ କରାଯିବ । ଏହି ଘଟଣାର ଅଧିକ ତଦନ୍ତ ଜାରି ରହିଛି ବୋଲି ରେଞ୍ଜ ଅଧିକାରୀ ସୂଚନା ଦେଇଛନ୍ତି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.