ପ୍ରମୂଖ ଖବର
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ବାଲି ଚୋରା ଚାଲାଣ ବେଳେ ନିୟନ୍ତ୍ରଣ ହରାଇ ଓଲଟିଲା ଟ୍ରାକ୍ଟର, ଡ୍ରାଇଭର୍ ମୃତ

Published By : Rasmita Pradhan | January 25, 2025 11:20 AM

ଆନନ୍ଦପୁର, ୨୫/୦୧ : ବାଲି ଚୋରା ଚାଲାଣ ବେଳେ ଟ୍ରାକ୍ଟର ଓଲଟି ଡ୍ରାଇଭର୍ ମୃତ। ଶୁକ୍ରବାର ସନ୍ଧ୍ୟାରେ ବୈତରଣୀ ନଦୀର ବୁଢିକୁଦ ଘାଟରୁ ବାଲି ବୋଝେଇ କରି ନେବା ସମୟରେ ନିୟନ୍ତ୍ରଣ ହରାଇ ଟ୍ରାକ୍ଟରଟି ଓଲଟି ପଡିଥିଲା। ଟ୍ରାକ୍ଟର ତଳେ ଚାପି ହୋଇ ଡ୍ରାଇଭର୍‌ଙ୍କ ମୃତ୍ୟୁ ଘଟିଛି।

ଏହି ଖବରଟିକୁ ପଢନ୍ତୁ-କୁହୁଡ଼ି ନେଲା ଜୀବନ, ଗଛରେ ପିଟିହେଲା କାର୍, ଜଣେ ମୃତ ୪ ଗୁରୁତର

ସୂଚନାନୁଯାୟୀ, ଆନନ୍ଦପୁର ଥାନା ଗୟଳମୁଣ୍ଡା ଗାଁର ତୁସା ମୁଣ୍ଡା ଶୁକ୍ରବାର ସନ୍ଧ୍ୟାରେ ଟ୍ରାକ୍ଟର ନେଇ ବୈତରଣୀ ନଦୀର ବୁଢିକୁଦ ଘାଟରୁ ବାଲି ଚାଲାଣ ପାଇଁ ଯାଇଥିଲେ। ବାଲି ବୋଝେଇ କରି ନେବା ସମୟରେ ନିୟନ୍ତ୍ରଣ ହରାଇ ଟ୍ରାକ୍ଟରଟି ଓଲଟି ପଡିଥିଲା। ଫଲରେ ଟ୍ରାକ୍ଟର ତଳେ ଚାପି ହୋଇ ଡ୍ରାଇଭର୍‌ଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବଦ କରି ତଦନ୍ତ ଆରମ୍ଭ କରିଛି। ସେପଟେ ବୁଢିକୁଦ ଘାଟରୁ ଦୈନିକ ଟ୍ରାକ୍ଟର ଯୋଗେ ବାଲି ଚାଲାଣ ହେଉଥିବାରୁ ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। 


 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.