ପ୍ରମୂଖ ଖବର
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ଟ୍ରେଲରକୁ ଧକ୍କା ଦେଲା ଟାଟା ମ୍ୟାଜିକ୍, ୬ ମୃତ ୫ ଆହତ

Published By : Rasmita Pradhan | November 2, 2024 8:52 AM

ସୁନ୍ଦରଗଡ଼, ୦୨/୧୧ : ନାମ ସଂକୀର୍ତ୍ତନ ସାରି ଘରକୁ ଫେରୁଥିବା ବେଳେ ଚାଲିଗଲା ଜୀବନ। ଟ୍ରେଲରକୁ ଧକ୍କା ଦେଲା ଟାଟା ମ୍ୟାଜିକ୍ ଗାଡି। ୬ ମୃତ ୫ ଆହତ। ସୁନ୍ଦରଗଡ଼ ହେମଗିରି ଥାନା ଗଏନେ ପାଲି ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। 

ସୂଚନାନୁଯାୟୀ, ସୁନ୍ଦରଗଡ଼ କନ୍ଧାତୁଢା ଗ୍ରାମର କିଛି ଲୋକ ନାମ ସଂକୀର୍ତ୍ତନ ସାରି ଏକ ଭ୍ୟାନ୍ ଯୋଗେ ଘରକୁ ଫେରୁଥିଲେ। ଶନିବାର ଭୋର୍‌ ସମୟରେ ଟାଟା ମ୍ୟାଜିକ୍ ଏକ ଟ୍ରେଲରକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରୁଛି। କୁହୁଡ଼ି ଯୋଗୁଁ ଡ୍ରାଇଭର ଦେଖିପାରି ନଥିବା ସୂଚନା ମିଳିଛି। 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.