ପ୍ରମୂଖ ଖବର
  • ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା,ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଗଞ୍ଜାମ; ଆକାଶରୁ ଖସିଲା ମୃତ୍ୟୁ, ବଜ୍ରପାତ ଘଟି ୩ ମହିଳାଙ୍କ ମୃତ୍ୟୁ
  • ||
  • ଶ୍ରୀମନ୍ଦିର ପରିଚାଳନା କମିଟି ଘୋଷଣା, ପ୍ରକାଶ ପାଇଲା ୧୦ଜଣ ସଦସ୍ୟଙ୍କ ନାଁ
  • ||
  • ଜୁଆ ଆଡ୍ଡା ଉପରେ ପୁଲିସର ଚଢ଼ାଉ; ଟଙ୍କା-ମୋବାଇଲ ଫୋନ ଜବତ, ୭ ଜୁଆଡ଼ି ଗିରଫ
  • ||
  • ‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ, ଲୋକଙ୍କ ମତାମତ ଆଧାରରେ ହେବ ନୀତି ନିର୍ଦ୍ଧାରଣ
  • ||
  • ନୂଆଦିଲ୍ଲୀ: ତଦନ୍ତରେ ଚାଞ୍ଚଲ୍ୟକର ଖୁଲାସା; ପାକିସ୍ତାନକୁ ପଠାଯାଉଥିଲା ଦେଶର ଗୁଇନ୍ଦା ସୂଚନା, ପାକିସ୍ତାନୀ ଗୁପ୍ତଚର ସମ୍ପର୍କରେ ଥିଲେ ଭାରତର ୧୫ ଅଧିକାରୀ
  • ||
  • ଟାଙ୍ଗୀ : ରୋଷେଇ ଚାଲିଥିବା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ଘର, ୬ଟି ପରିବାର ସର୍ବସ୍ବାନ୍ତ
  • ||
  • ଥମିଲା ଆନ୍ଦୋଳନ,୧୫ ଦିନ ପରେ ଅମଲା ଆନ୍ଦୋଳନ ସ୍ଥଗିତ
  • ||
  • ମହମ୍ମଦ ୟୁନୁସ୍‌ଙ୍କ ବଡ଼ ଘୋଷଣା : '୨୦୨୬ରେ ବାଂଲାଦେଶକୁ ମିଳିବ ଗଣତାନ୍ତ୍ରିକ ସରକାର, ଯିଏ ଜିତିବ ତା' ହାତରେ ଟେକିଦେବୁ ଶାସନ ଭାର'
  • ||
  • ଗାଜା ହସ୍ପିଟାଲରେ ଇସ୍ରାଏଲ ସେନାର ବୋମାମାଡ଼, ୫ ସାମ୍ବାଦିକଙ୍କ ସମେତ ୨୦ ଜଣଙ୍କ ମୃତ୍ୟୁ, ଅନେକ ଆହତ
  • ||
  • ଆଗାମୀ ୪୮ ଘଣ୍ଟା ଭିତରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା, ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • କାଣୀ ନଦୀରେ ଘାଈ ପରେ ଦୁର୍ଦ୍ଦଶା, ପାଣି ଘେରରେ ଦଶରଥପୁର ବ୍ଲକର ୧୫ ପଞ୍ଚାୟତ, ୫ ହଜାର ଲୋକେ ଜଳବନ୍ଦୀ
  • ||
  • ବଢି ଯନ୍ତ୍ରଣା : ବୈତରଣୀ ଓ ସୁବର୍ଣ୍ଣରେଖା କୋପରେ ଭାସୁଛି ଶତାଧିକ ଗାଁ, ଜଳବନ୍ଦୀ ଅବସ୍ଥାରେ ହଜାର ହଜାର ଲୋକେ
  • ||
  • ମଙ୍ଗଳବାର ଉଦୟଗିରି, ହିମଗିରିର ହେବ ଜଳାବତରଣ; ଶତ୍ରୁର ଜାହାଜକୁ ଖୋଜି ଖୋଜି କରିବ ଧ୍ୱଂସ
  • ||
  • ରୋଷେଇ ବେଳେ ଅଘଟଣ: ଆକସ୍ମିକ ଅଗ୍ନିକାଣ୍ଡରେ ଦମ୍ପତି ଜୀବନ୍ତ ଦଗ୍ଧ, ଅନାଥ ହୋଇଗଲା ୯ ମାସ ଶିଶୁ
  • ||

ବଢି ପାଣିରେ ଭାସିଗଲା ଟ୍ରେଲର : ଜଣେ ଉଦ୍ଧାର, ଅନ୍ୟ ଜଣେ ନିଖୋଜ

Published By : Rasmita Pradhan | August 26, 2025 1:55 PM

ସୁନ୍ଦରଗଡ଼, ୨୬/୦୮ : ବଢି ପାଣିରେ ଭାସିଗଲା କୋଇଲା ବୋଝେଇ ଟ୍ରେଲର। ସୁନ୍ଦରଗଡ଼ ଜିଲ୍ଲା ସାହାଜ ବାହାଲ ଝଣ୍ଟେଲ ବୁଡ଼ ନିକଟ ବ୍ରିଜ୍‌ରେ ଏକ ଟ୍ରେଲର ପାରି ହେଉଥିବା ବେଳେ ଏହି ଅଘଟଣ ଘଟିଛି। ଟ୍ରେଲର ଭିତରୁ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଆଉ ଜଣେ ନିଖୋଜ ଅଛନ୍ତି। 

ସୂଚନାନୁଯାୟୀ, ଲଗାଣ ବର୍ଷରେ ନଦୀ ଜଳସ୍ତର ବୃଦ୍ଧି ପାଇବା ଯୋଗୁଁ ସାହାଜ ବାହାଲ ଝଣ୍ଟେଲ ବୁଡ଼ ନିକଟ ପୁରୁଣା ବ୍ରିଜ୍ ସମ୍ପୂର୍ଣ୍ଣ ବୁଡ଼ି ଯାଇଥିଲା। ଏହି ବ୍ରିଜ୍ ପାରି ହେଉଥିବା ବେଳେ ଏକ କୋଇଲା ବୋଝେଇ ଟ୍ରେଲର ଭାରସାମ୍ୟ ହରାଇ ନଦୀକୁ ଓଲଟି ପଡିଥିଲା। ପ୍ରଖର ଜଳସ୍ରୋତରେ ଟ୍ରେଲରଟି ଭାସି ଯାଇଥିଲା। ଟ୍ରେଲର ଭିତରୁ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଆଉ ଜଣେ ନିଖୋଜ ଅଛନ୍ତି। ଦୁର୍ଘଟଣା ବେଳର ଭୟାନକ ଭିଡିଓ ଏବେ ଭାଇରାଲ୍ ହେଉଛି। ସ୍ଥାନୀୟ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ଜଣାପଡ଼ିଛି।  


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.