ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

ହୁତୁହୁତୁ ହୋଇ ଜଳୁଛି ଟ୍ରାନ୍ସଫର୍ମର, ସ୍ଥାନୀୟ ଲୋକେ ଭୟଭୀତ

ବ୍ରହ୍ମପୁର, ୧୩/୦୨: ବିଦ୍ୟୁତ୍ ଟ୍ରାନ୍ସଫର୍ମରରେ ଅଗ୍ନିକାଣ୍ଡ। ବ୍ରହ୍ମପୁର ଆମ୍ବପୁଆ ଲିମାନଗର ଛକ ନିକଟରେ ଏହି ଅଘଟଣ ଘଟିଛି। ଟ୍ରାନ୍ସଫର୍ମରଟି ହୁତୁହୁତୁ ହୋଇ ଜଳୁଛି। ସଟ୍ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ପୁରୁଣା ବିଦ୍ୟୁତ୍ ତାର ଯୋଗୁଁ ଏଭଳି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.