ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ହୁତୁହୁତୁ ହୋଇ ଜଳୁଛି ଟ୍ରାନ୍ସଫର୍ମର, ସ୍ଥାନୀୟ ଲୋକେ ଭୟଭୀତ

ବ୍ରହ୍ମପୁର, ୧୩/୦୨: ବିଦ୍ୟୁତ୍ ଟ୍ରାନ୍ସଫର୍ମରରେ ଅଗ୍ନିକାଣ୍ଡ। ବ୍ରହ୍ମପୁର ଆମ୍ବପୁଆ ଲିମାନଗର ଛକ ନିକଟରେ ଏହି ଅଘଟଣ ଘଟିଛି। ଟ୍ରାନ୍ସଫର୍ମରଟି ହୁତୁହୁତୁ ହୋଇ ଜଳୁଛି। ସଟ୍ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ପୁରୁଣା ବିଦ୍ୟୁତ୍ ତାର ଯୋଗୁଁ ଏଭଳି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.