ଭୁବନେଶ୍ୱର ୦୪/୧୨: ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି। ଇଲେକ୍ଟ୍ରି ଭେହିକିଲ୍ ବାବଦରେ ଏବେ ସୁଦ୍ଧା ୩୪୦ କୋଟି ୯୫ ଲକ୍ଷ ୭୫ ହଜାର ୪୮୧ ଟଙ୍କାର ସବସିଡି ପ୍ରଦାନ କରାଯାଇ। ସରକାରୀ ବିଭାଗ ଓ ସଂସ୍ଥାରେ ୬୮୦ ଇଭି ଗାଡ଼ି କିଣା ଯାଇଛି । ଭୁବନେଶ୍ବରର ବିଭିନ୍ନ ସ୍ଥାନର ସରକାର ୧୨ଟି ଇଭି ଚାର୍ଜିଂ ସେଣ୍ଟର ବସାଇଛନ୍ତି । ଏନେଇ ବିଧାନସଭାରେ ପରିବହନ ମନ୍ତ୍ରୀ ବିଭୂତ ଭୂଷଣ ଜେନା ସୂଚନା ଦେଇଛନ୍ତି।