ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଶିମିଳିପାଳରୁ ଶିକାରୀଙ୍କୁ ଧରିଲା ଟ୍ରାପ୍ କ୍ୟାମେରା, ୨ ଅଭିଯୁକ୍ତ ଗିରଫ

Published By : Harapriya Sethi | December 6, 2024 7:42 AM

କରଞ୍ଜିଆ,୦୬/୧୨: ଶିମିଳିପାଳରେ ଶିକାରୀଙ୍କୁ ପୁଣି ଧରିଲା ଟ୍ରାପ୍‌ କ୍ୟାମେରା । ଅଭୟାରଣ୍ୟକୁ ପ୍ରବେଶ କରିଥିବା ବେଳେ ୨ ଶିକାରୀଙ୍କୁ ଧରିଲା ବନବିଭାଗ । ୨ ଅଭିଯୁକ୍ତ ଯଶୀପୁର ଥାନା ଅଞ୍ଚଳ କନ୍ଦିବିଲ ଗାଁର ଲକ୍ଷ୍ମଣ ବାଦ୍ରା ଓ ପୂର୍ଣ୍ଣ ତିରିଆ ବୋଲି ଜଣାପଡ଼ିଛି । ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ୨ ଜଣ ଶିକାରୀ ବନ୍ୟଜନ୍ତୁଙ୍କ ଶିକାର କରିବା ପାଇଁ ଶିମିଳିପାଳ ଅଭୟାରଣ୍ୟ ଭିତରକୁ ପ୍ରବେଶ କରିଥିଲେ । ସେମାନେ ଶିମିଳିପାଳର ଜେନବିଲ ବନ୍ୟପ୍ରାଣୀ ବନାଞ୍ଚଳରେ ଶୀକାର ପାଇଁ ଯାଇଥିବାବେଳେ ଟ୍ରାପ୍ କ୍ୟାମେରାରେ ଏହାର କିଛି ଦୃଶ୍ୟ କଏଦ ହୋଇଥିଲା । କ୍ୟାମେରାରୁ ଫୁଟେଜ ଦେଖି ବନ ବିଭାଗ ଦୁଇ ଶିକାରୀଙ୍କୁ ଧରିବାରେ ସଫଳ ହୋଇଛି । ସେମାନଙ୍କୁ ଗିରଫ କରାଯାଇଥିବା ବେଳେ ଶୁକ୍ରବାର କୋର୍ଟ ଚାଲାଣ କରାଯିବ ବୋଲି ସୂଚନା ମିଳିଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.