ପ୍ରମୂଖ ଖବର
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

କାଳବୈଶାଖୀ ପ୍ରଭାବ : ଭାଙ୍ଗିଲା ଗଛ, ଉଡିଲା ଛପର

Published By : Prameya | April 26, 2025 11:10 PM

ରାଇକିଆ,୨୬/୪ : ରାଇକିଆ ଠାରେ ଶନିବାର ଅପରାହ୍ନରେ କାଳ ବୈଶାଖୀ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ଘଟିଛି । ପ୍ରବଳ ବେଗରେ ପବନ ବହିବା ସହ କୁଆପଥର ମାଡ ହୋଇଥିଲା । ଏହାର ପ୍ରଭାବରେ ଗଛ ଭାଙ୍ଗି ଘର ଉପରେ ପଡ଼ିଥିବା ବେଳେ ଅନେକ ଘରର ଟିଣ ଛପର ଉଡ଼ି ଯାଇଛି । 

ଅନେକ ସ୍ଥାନରେ ବିଦ୍ୟୁତ ତାର ଉପରେ ଗଛ ଡାଳ ପଡିଥିବାରୁ ରାଇକିଆ ଅଞ୍ଚଳରେ ଅପରାହ୍ନରୁ ବିଦ୍ୟୁତ୍ ସରବରାହ ବନ୍ଦ ରହିଛି । ବର୍ଷା ଅପରାହ୍ନରୁ ଆରମ୍ଭ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଲାଗି ରହିଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.