ପ୍ରମୂଖ ଖବର
  • ଜନ୍ମବେଦିରୁ ବାହୁଡ଼ିଲେ ଦାରୁବ୍ରହ୍ମ,ବୁଧବାର ସୁନାବେଶ, ଗୁରୁବାର ଅଧରପଣା, ଶୁକ୍ରବାର ନୀଳାଦ୍ରି ବିଜେ
  • ||
  • ଝାରସୁଗୁଡ଼ା: ଧାର ଟଙ୍କା ଫେରସ୍ତକୁ ନେଇ ଗୁଳିକାଣ୍ଡ, ଜଣେ ଆହତ
  • ||
  • ବିଶ୍ୱ ସର୍ପ ଦିବସ: ବର୍ଷା ଦିନେ ସତର୍କତା ଜରୁରି, ୫ ବର୍ଷରେ ଗଲାଣି ୫୨୧୯ ଜୀବନ
  • ||
  • ବାରିପଦା : ସ୍କୁଟିକୁ ଧକ୍କା ଦେଲା ଟ୍ରକ୍, ୨ ମୃତ
  • ||
  • ମୁମ୍ବାଇ ଏକ୍ସପ୍ରେସ ହାଇୱେରେ ବସ୍-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ୫ମୃତ, ୪୨ ଆହାତ
  • ||
  • ସଇଁନ୍ତଳା ରାଇସମିଲ ନିକଟରେ ହାଇୱା ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ୍‌, ଏକାଧିକ ଯାତ୍ରୀ ଆହତ
  • ||
  • ରାଜ୍ୟରେ ଲଘୁଚାପ ସକ୍ରିୟ: ୧୭ରୁ ବଢ଼ିବ ବର୍ଷା, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ
  • ||

ମାଓବାଦୀଙ୍କ ବର୍ବରକାଣ୍ଡ, ପୋଲିସ ଇନଫର୍ମର ସନ୍ଦେହରେ ଆଦିବାସୀ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା

ମାଲକାନଗିରି, ୦୫/୦୭ : ଛତିଶଗଡ ନାରାୟଣପୁର ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ। ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଆଦିବାସୀ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କଲା ଲାଲ୍ ବାହିନୀ। ଘଟଣାସ୍ଥଳରେ DRG ଏବଂ କୋବ୍ରା ବାହିନୀ ପକ୍ଷରୁ ଜୋରଦାର ଅପରେସନ ଆରମ୍ଭ।

ସୂଚନା ମୁତାବକ, ଗୁରୁବାର ରାତିରେ ୧୫  ରୁ ୨୦ ଜଣ ସଶସ୍ତ୍ର ମାଓବାଦୀ ଅର୍ଚ୍ଚା ଥାନା ଅନ୍ତର୍ଗତ ଥୁଲଥୁଲି ଗାଁରେ ପହଞ୍ଚି ରାମା ନାମକ ଜଣେ ବ୍ୟକ୍ତିଙ୍କୁ ଘରୁ ଉଠାଇ ନେଇଥିଲେ। ପରେ ମାଓବାଦୀମାନେ ତାଙ୍କୁ ହତ୍ୟା କରିବା ସହ ରାସ୍ତା ଉପରେ ଶବ ଛାଡି ଚାଲି ଯାଇଛନ୍ତି। ଘଟଣା ପରେ ସଂପୃକ୍ତ ଅଞ୍ଚଳରେ DRG ଏବଂ କୋବ୍ରା ବାହିନୀ ପକ୍ଷରୁ ଜୋରଦାର ଅପରେସନ ଆରମ୍ଭ ହୋଇଛି। ଏନେଇ ନାରାୟଣପୁର ଏସପି ସୂଚନା ଦେଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.