ପ୍ରମୂଖ ଖବର
  • ପାରାଦୀପ ଜିରୋ ପଏଣ୍ଟ ପାଖରେ ଗଚ୍ଛିତ ପାଇପରେ ଭୟଙ୍କର ଅଗ୍ନିକାଣ୍ଡ
  • ||
  • ରାଜଧାନୀରୁ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ରାଉରକେଲାରେ ପୋଲିସ ଡିଜି ୱାଇବି ଖୁରାନିଆ, ରାଉରକେଲାରେ ଚାଲିଛି ସମୀକ୍ଷା ବୈଠକ
  • ||
  • ପହଲଗାମ ଆତଙ୍କୀ ହମ୍‌ଲା ପରେ ରାଜଧାନୀରେ ହାଇଆଲର୍ଟ, ଭୁବନେଶ୍ୱର ରେଲ୍‌ ୱେ ଷ୍ଟେସନ୍‌ରେ ଫ୍ଲାଗ୍ ମାର୍ଚ୍ଚ
  • ||
  • ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ, ଟଙ୍କା ମାଗିବାରୁ ଦହିବରା ବେପାରୀଙ୍କୁ ନିସ୍ତୁକ ପିଟିଲେ
  • ||
  • ସମ୍ୱଲପୁର : ପାଣିରେ ବୁଡ଼ି ଜୀବନ ହାରିଥିଲେ ଭିସୁଟ୍‌ ଛାତ୍ରୀ: ୧୦୦ ଜଣଙ୍କ ଉପରେ ସର୍ବକାଳୀନ ଛାତ୍ର କାର୍ଯ୍ୟାନୁଷ୍ଠାନ
  • ||
  • ଚଳିବନି ପାକ୍ ପ୍ରୋପାଗଣ୍ଡା, ଭାରତରେ ୧୬ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ୍ ବ୍ୟାନ୍
  • ||
  • ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା, ୧୨ ଯାଏ ୩ଟି ସିଫ୍ଟରେ ହେବ ଏକ୍ସଜାମ୍
  • ||
  • ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଟ୍ରେନ୍‌ରେ ଏଲଏଚବି କୋଚ୍‌ର ଶୁଭାରମ୍ଭ
  • ||
  • କେନ୍ଦୁଝର : ବାଇକ୍‌କୁ ଧକ୍କା ଦେଲା ଆଡିସନାଲ୍‌ CSOଙ୍କ ବୋଲେରୋ, ବାଇକ୍‌ ଚାଳକ ମୃତ
  • ||
  • ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ଜନ୍ମଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ବିଜେଡି ନେତା ଓ କର୍ମୀ
  • ||
  • ଅନୁଗୁଳ : ୫୫ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ ଗିରଫ
  • ||
  • IPL 2025: ଆଜି ରାଜସ୍ଥାନ- ଗୁଜରାଟ ଲଢ଼େଇ, ରୟାଲ୍ସ ପାଇଁ ‘କର ବା ମର’
  • ||
  • ତାତି କମିଲା, ଆହୁରି କମିବ: ଆଜି ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା,୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||
  • ସୁନ୍ଦରଗଡ଼ : ବସ୍‌ ଓଲଟି ଜଣେ ମୃତ, ୫ ରୁ ଉର୍ଦ୍ଧ୍ୱ ଗୁରୁତର
  • ||

ବାଲୁକା ଆନିମେସନରେ ଡା. ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି

Published By : Prameya | March 24, 2025 11:19 PM

ଭୁବନେଶ୍ବର,୨୪।୩ : ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ ସାହୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନଙ୍କୁ  ଆନିମେସନ୍ ଭିଡିଓ ଜରିଆରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଅଭିନବ ଢଙ୍ଗରେ ପ୍ରସ୍ତୁତ ହୋଇଥିବା ଏହି କ୍ଷୁଦ୍ର ବାଲୁକା ଆନିମେସନରେ ଡା. ପ୍ରଧାନଙ୍କ ଚିତ୍ର ଅତି ନିଖୁଣ ଭାବରେ ଅଙ୍କାଯାଇଛି । ତାଙ୍କ ଦ୍ୱାରା ପ୍ରସ୍ତୁତ ଭିଡିଓ ଡା. ପ୍ରଧାନଙ୍କ ପ୍ରତି ଥିବା ସମ୍ମାନ ଓ ସ୍ମୃତିର ବାର୍ତ୍ତା ବହନ କରୁଛି । 

ଡ଼ାକ୍ତର ଦେବେନ୍ଦ୍ର ପ୍ରଧାନ ଓଡ଼ିଶାର ଜଣେ ଅଭିଜ୍ଞ ରାଜନେତା ।  ଦୁଇ ଥର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଥିବା ଡାକ୍ତର ପ୍ରଧାନ ଜନସେବା, ସ୍ୱାସ୍ଥ୍ୟସେବା ଏବଂ ତୃଣମୂଳ ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ସମାଜ କଲ୍ୟାଣ ଓ ନୀତିଗତ ନେତୃତ୍ୱ ପ୍ରତି ତାଙ୍କର ଆଜୀବନ ପ୍ରତିବଦ୍ଧତା ଓଡ଼ିଶାର ସାମାଜିକ-ରାଜନୈତିକ ଦୃଶ୍ୟପଟ୍ଟରେ ଏକ ଅବିସ୍ମରଣୀୟ ଛାପ ଛାଡ଼ିଛି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.