ପ୍ରମୂଖ ଖବର
  • ଭୁବନେଶ୍ବରରେ ଖୋଲିବ ଏନଆଇଏ ଶାଖା
  • ||
  • କଟକ : କାଠଯୋଡିରେ ବୁଡି ଜଣେ ମୃତ, ଜଣେ ନିଖୋଜ
  • ||
  • ବେଲପାହାଡରେ ରାସନ କାର୍ଡ ବାଣ୍ଟିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ
  • ||
  • ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ପକ୍ଷରୁ ତାଳଦଣ୍ଡା କେନାଲର ଉଭୟପଟ ରାସ୍ତାରୁ ଉଚ୍ଛେଦ ଅଭିଯାନ ଆରମ୍ଭ
  • ||
  • ସିମୁଳିଆରେ ଚୋରଙ୍କ ଆତଙ୍କରାଜ, ଘର ଗ୍ରିଲ କାଟି କଳାକନା ବୁଲାଇଲେ ଦୁର୍ବୃତ୍ତ
  • ||
  • CRPF ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ବନ୍ଦ ହେଲା ସାଧାରଣ ଦର୍ଶନ
  • ||
  • IPL 2025: ଆଜି କିଙ୍ଗ୍‌ସ- ରୟାଲ୍ସ ମଧ୍ୟ ଟକ୍କର, ଫୋକସ୍‌ରେ ଯୁବ ଓପନରଙ୍କ ବିଧ୍ୱଂସୀ ବ୍ୟାଟିଂ
  • ||
  • ରାଇରଙ୍ଗପୁର : ହାଇୱା ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକଙ୍କ ରାସ୍ତା ଅବରୋଧ
  • ||
  • ହାଇୱା ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକଙ୍କ ରାସ୍ତା ଅବରୋଧ
  • ||
  • ମାର୍ଲବା ଘାଟିରେ ଭାରସାମ୍ୟ ହରାଇ ପାହଡ଼କୁ ପିଟିଲା ଯାତ୍ରୀବାହୀ ବସ , ୩ ଗୁରୁତର, ୭ ଆହତ
  • ||
  • ରାଜଗାଙ୍ଗପୁର ରେଳ ଷ୍ଟେସନରେ ଅଘଟଣ, ଟ୍ରେନ୍ ଧକ୍କାରେ ବୃଦ୍ଧ ମୃତ
  • ||
  • ରାଉରକେଲା: ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ଏହି ରୁଟ୍‌ରେ ରେଳ ଚଳାଚଳ ବନ୍ଦ
  • ||
  • ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ମିସୌରୀ ଓ କେଣ୍ଟକି ଅଧିକ ପ୍ରଭାବିତ, ୨୭ ମୃତ, ୧୨ରୁ ଅଧିକ ଆହତ
  • ||
  • ସରିବ ଭାରତ-ପାକିସ୍ତାନ ଅସ୍ତ୍ରବିରତି ଅବଧି, ଡିଜିଏମ୍‌ଓ ସ୍ତରରେ ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ସଫଳ ହେଲାନି ସାଟେଲାଇଟ୍ EOS-09ର ଉତ୍‌କ୍ଷେପଣ, ସୂଚନା ଦେଲେ ଇସ୍ରୋ ମୁଖ୍ୟ ଭି. ନାରାୟଣନ
  • ||
  • କେନ୍ଦୁଝର : ସାଙ୍ଗକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍ ଆଘାତରେ ସାଙ୍ଗ ମୃତ
  • ||
  • ଭଦ୍ରକ : ଲିଫ୍ଟରେ ଚାପି ହୋଇ ରୋଗୀ ମୃତ୍ୟୁ ଘଟଣା, ସମ୍ପର୍କୀୟଙ୍କୁ ମିଳିଲା ଆର୍ଥିକ ସହାୟତା ସହ ଚାକିରି
  • ||
  • ରାଜ୍ୟର ୪ ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିବ ପାରଦ, ଆଜି ୯ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା
  • ||

କେନ୍ଦୁଝର ସଦରର ସବୁ ଗାଁ ଓ ପଞ୍ଚାୟତରେ ବୁଲିଲା ତ୍ରିରଙ୍ଗା...

Published By : Prameya | May 18, 2025 8:24 PM

କେନ୍ଦୁଝର ସଦର୧୮/୫: ଗତ ୭ ତାରିଖ ରାତିରେ ହୋଇଥିବା 'ଅପରେସନ ସିନ୍ଦୂର'ର ସଫଳତା ପରେ ଆମ ସେନାଙ୍କୁ ପ୍ରେରଣା ଦେବା ପାଇଁ ସାରା ଦେଶରେ ଆରମ୍ଭ ହୋଇଛି ତ୍ରିରଙ୍ଗା ଯାତ୍ରା। ଏହି କ୍ରମରେ ଆଜି କେନ୍ଦୁଝର ସଦର ନିର୍ବାଚନୀ ମଣ୍ଡଳୀର ବିଭିନ୍ନ ପଂଚାୟତ ଗୁଡିକର ଗ୍ରାମରେ ତ୍ରିରଙ୍ଗା ପତାକା ବୁଲିଛି। ଏଥିରେ ସ୍ଥାନୀୟ ସରପଞ୍ଚ ଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ନେତୃ ବୃନ୍ଦ ସାମିଲ ହୋଇ ଜୟ ଯବାନ, ଯବାନ ଜିନ୍ଦାବାଦ, ହିନ୍ଦୁସ୍ଥାନ ସେନା ଆଗେ ବଢ ହମ୍ ତୁମ୍ଭାରା ସାଥ ହେଁ, ସହିଦ ଅମର ରହେ ଆଦି ଧ୍ୱନୀରେ ଗାଁ ଦାଣ୍ଡ ପ୍ରକମ୍ପିତ ହୋଇ ଉଠିଛି । ସିନ୍ଦୂରର ରଙ୍ଗ ନାଲି ଏବଂ ଏହା ବିଜୟ ଓ ବିପଦ ଉଭୟର ପ୍ରତୀକ। ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ 'ଅପରେସନ ସିନ୍ଦୂର' ମାଧ୍ୟମରେ ଆମ ସେନା ଆତଙ୍କୀମାନଙ୍କୁ ନାଲି ରଙ୍ଗ ଆଉ ସିନ୍ଦୂରର ଶକ୍ତି କେତେ ତାହା ଚେତାଇ ଦେଇଛି ବୋଲି ସଦର ବ୍ଲକ ମୁଖ୍ୟମନ୍ତ୍ରୀ ପ୍ରତିନିଧି ଧନୁର୍ଜୟ ମହାନ୍ତ କହିଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.