ପ୍ରମୂଖ ଖବର
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

କଟକରେ ମୋ' ବସ୍‌କୁ ଧକ୍କା ଦେଲା ଟ୍ରକ୍, ୫ ଗୁରୁତର, ୪ ଆହତ

କଟକ ୦୮/୦୬: କଟକ ପ୍ରତାପ ନଗରୀ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭୁବନେଶ୍ଵର ପଟୁ ଆସୁଥିବା ବେଳେ  ମୋ ବସ୍‌କୁ  ଧକ୍କ ଦେଇଥିଲା ମାଲବେଝୋଇ ଟ୍ରକ୍। ଦୁର୍ଘଟଣାରେ ମୋ ବସ ପଛପଟ ଭାଙ୍ଗିଯାଇଥିଲା।  ପଛ କାଚ ଗୁଡିକ ଯାତ୍ରୀଙ୍କ ଦେହରେ ବାଜିଥିବା ୫ ଯାତ୍ରୀ ଗୁରୁୁତର ୪ ସାମାନ୍ୟ ଆହତ। ହୋଇଛନ୍ତି। ଅଗ୍ନିଶମ ବାହିନୀ ଏବଂ ସ୍ଥାନୀୟଲୋକ ବସ୍‌ ଭିତରୁ ଯାତ୍ରୀମାନଙ୍କ ଉଦ୍ଧାର କରି ବଡ ମେଡିକାଲକୁ ପଠାଇଥିବା ଜଣାପଡିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପାଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟଲୋକ ଟ୍ରକ୍ ଡ୍ରାଇଭରକୁ ଅଟକ ରଖିଯାଇଛି। ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ବସ୍-ଟ୍ରକ୍‌କୁ ଜବତ କରିଥିବା ବେଳେ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.