ପ୍ରମୂଖ ଖବର
  • ଭୁବନେଶ୍ୱର : ଘର ଭିତରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ବାଲେଶ୍ୱର : ହୋଲିରେ ଚାଲିଥିଲା ଚୋରାମଦ ବେପାର, ମାଡ଼ି ବସିଲା ନୀଳଗିରି ପୋଲିସ
  • ||
  • ଗଜପତି : ନିଜ ବନ୍ଧୁକରୁ ଗୁଳି ଫୁଟି ଶିକାରୀ ମୃତ
  • ||
  • ୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ
  • ||
  • ମୟୂରଭଞ୍ଜ : ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ନିଷ୍ଠୁର ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • କେନ୍ଦୁଝର : ଜ୍ଵାଇଁ ଘର ସାମ୍ନାରେ ଚଢିଗଲା ଟ୍ରକ୍, ଚାଲିଗଲା ଶାଶୁ, ଶ୍ଵଶୁର ଏବଂ ଶାଳକଙ୍କ ଜୀବନ
  • ||
  • ଶ୍ରୀକ୍ଷେତ୍ରରେ ଡ୍ରିମ୍‌ଗାର୍ଲ୍, ଦେଶର ମଙ୍ଗଳ ପାଇଁ ମହାପ୍ରଭୁଙ୍କୁ କଲେ ପ୍ରାର୍ଥନା
  • ||
  • କଟକ : ସାଇକେଲ୍‌ ଆରୋହୀଙ୍କୁ ପଛପଟୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ଜୀବନ
  • ||
  • ଢେଙ୍କାନାଳ : ଟ୍ରକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତାରୋକ
  • ||

ଟ୍ରକ୍- ବାଇକ୍ ମୁହାମୁହିଁ ଧକ୍କା, ଜଣେ ଗୁରୁତର

Published By : Prameya | February 14, 2025 4:12 PM

ଭୁବନେଶ୍ବର, ୧୪/୨ : ମଞ୍ଚେଶ୍ୱର ଥାନା ସମ୍ମୁଖରେ ଦୁର୍ଘଟଣା। ଟ୍ରକ୍- ବାଇକ୍ ମୁହାମୁହିଁ ହୋଇଛି । ଦୁର୍ଘଟଣାରେ ବାଇକ୍ ଆରୋହୀ ଜଣଙ୍କ ଗୁରୁତର ହୋଇପଡ଼ିଛନ୍ତି । ଗାଡ଼ିଟି ଜବତ ସହ ଗୁରୁତର ଯୁବକଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଛି ମଞ୍ଚେଶ୍ୱର ଥାନା ପୋଲିସ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.