PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ମାନବାଧିକାର ପ୍ରବକ୍ତା ଆଲେସ୍ ବାଲିଆସ୍କି ସହ ଦୁଇଟି ସଂଗଠନକୁ ମିଳିବ ପୁରସ୍କାର
  • ||
  • ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡେମୀ ଉପସଭାପତି ତଥା ବିଶିଷ୍ଟ ଶିଳ୍ପୀ ଶ୍ରୀନିବାସ ପଢ଼ିଆରୀଙ୍କ ପରଲୋକ
  • ||
  • ମୁରିବାହାଲ : ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକ APO ସୁଶାନ୍ତ କୁମାର ଦାସ, ୪୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ
  • ||
  • ବାଙ୍ଗିରିପୋଷି : ଶୌଚ ହେବାକୁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା, ଯୁବକ ମୃତ
  • ||
  • ଭୁବନେଶ୍ୱର : ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୨୫ ପୂର୍ବରୁ ଓଡ଼ିଶା ଛାଡ଼ିବନି ମୌସୁମୀ
  • ||
  • ଭଦ୍ରକ : ନଭେମ୍ୱର ୩ରେ ଧାମନଗର ଉପନିର୍ବାଚନ, ଆଜିଠୁ ନାମାଙ୍କନ ପତ୍ର ଦାଖଲ
  • ||
  • ତେଲକୋଇ : ଶୁଝି ପାରିଲେନି କିସ୍ତି, ଆତ୍ମହତ୍ୟା କଲେ ଅସହାୟ ଟ୍ରକ ମାଲିକ
  • ||
  • ମୋହନା : ଜଙ୍ଗଲରୁ ବିପୁଳ ପରିମାଣର କାଠ ଗଣ୍ଡି ଜବତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୬୩ ପଜିଟିଭ୍ ଚିହ୍ନଟ
  • ||

ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା; ତିନି ମୃତ, ଦୁଇ ଗୁରୁତର

ଅନୁଗୋଳ ୧୩ା୭: ଅନୁଗୋଳ ଜିଲ୍ଲା ପାଲଲହଡ଼ାର ପିତିରି ରୋଡ୍ ବୁରୁକାନୀ ଛକରେ ଆଜି ସକାଳେ ଟ୍ରକ-କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ତିନି ଜଣଙ୍କ ମୃତ୍ୟୁ ହୋଇଛି। ଆଉ ୨ ଜଣ ଗୁରୁତର ହୋଇଛନ୍ତି। ଆହତ ବ୍ୟକ୍ତିଙ୍କୁ ତାଳଚେର ମେଡିକାଲରେ ଭର୍ତ୍ତି କରାଯାଇଛି।

ସମସ୍ତ ମୃତାହତ କାର୍‌ରେ ଯାତ୍ରା କରୁଥିବା ବେଳେ ଏପରି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଜଣାପଡିଛି।ସେମାନଙ୍କ ପରିଚୟ ମିଳିପାରି ନାହିଁ। କାର୍‌ଟି ଖୋର୍ଦ୍ଧା ଜଙ୍କିଆ ଅଞ୍ଚଳରୁ ରାଉରକେଲା ଯାଉଥିଲା। ପୁଲିସ୍‌ ଘଟଣାର ତଦନ୍ତ କରୁଛି।