ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି କ୍ରିକେଟ୍ ବିଶ୍ୱକପ୍ ୨୦୨୪: ସେଣ୍ଟ୍‌ଭିନ୍‌ସେଣ୍ଟରେ ସାମ୍ନାସାମ୍ନି ହେବେ ବାଂଲାଦେଶ- ନେଦରଲାଣ୍ଡ୍‌ସ
  • ||
  • ଜୁନ୍ ୧୮ରେ ବାରାଣସୀ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ତୃତୀୟ ପାଳିରେ ହେବ ପ୍ରଥମ ଗସ୍ତ
  • ||
  • ଅରୁଣାଚଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପେମା ଖାଣ୍ଡୁ, ସମାରୋହରେ ସାମିଲ୍ ହେବେ ଜେପି ନଡ୍ଡା, ଅମିତ ଶାହ
  • ||
  • ବିଧାୟକ ପଦରୁ ସପା ମୁଖ୍ୟ ଅଖିଳେଶ ଯାଦବଙ୍କ ଇସ୍ତଫା
  • ||
  • ପୁରୀ : ଖୋଲିଲା ଶ୍ରୀମନ୍ଦିର ୪ ଦ୍ବାର, ମଙ୍ଗଳ ଆଳତି ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||

ପୁରୀ-କୋଣାର୍କ ବେଳାମାର୍ଗରେ ଦୁର୍ଘଟଣା,୪ ପର୍ଯ୍ୟଟକ ଆହତ

କୋଣାର୍କ,୧୦/୦୬: ପୁରୀ-କୋଣାର୍କ ବେଳାମାର୍ଗ ବାଲିଘାଇ ନିକଟରେ ଶୁକ୍ରବାର କୋଣାର୍କ ଅଞ୍ଚଳର ଏକ ମାଲବାହୀ ଗାଡ଼ି ଓ ଝାଡଖଣ୍ଡରୁ ଆସିଥିବା ଏକ ପର୍ଯ୍ୟଟକ କାର ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ଘଟଣାସ୍ଥଳରେ ଟୁରିଷ୍ଟ ପୁଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ପୁରୀ ସଦର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ । ଡ୍ରାଇଭର ଗୋଡ଼ ଭାଙ୍ଗିଯାଇଥିବା ସୂଚନା ଥିବାବେଳେ ଆଉ ଚାରିଜଣ ପର୍ଯ୍ୟଟକ ଗୁରୁତର ହୋଇଛନ୍ତି । ଖବରପାଇ ରାମଚଣ୍ଡୀ ପୁଲିସ ପହଞ୍ଚି ଦୁଇ ଗାଡ଼ିକୁ ଜବତ କରି ତଦନ୍ତ ଚଳାଇଛି ।

wp:embed {"url":"https://www.prameya.com/a-pickup-van-hit-the-truck/","type":"wp-embed","providerNameSlug":"prameya"}
https://www.prameya.com/a-pickup-van-hit-the-truck/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.