ପ୍ରମୂଖ ଖବର
  • ପାରାଦୀପ ବନ୍ଦରରେ ସିବିଆଇ ଚଢ଼ାଉ, ପୋର୍ଟ ପ୍ରଶାସନ ବିଲ୍ଡିଂରେ ୪ ଜିଣିଆ ଟିମ୍‌ର ଖୋଳତାଡ
  • ||
  • କଟକ : ମହାନଦୀ ପଠାରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ଛତିଶଗଡ଼ର ବିଜାପୁରରେ ଏନ୍‌କାଉଣ୍ଟର, ସୁରକ୍ଷାବାହିନୀ ଗୁଳିରେ ୨୨ ନକ୍ସଲ ସଫା, ଜଣେ ଯବାନ ସହିଦ୍
  • ||
  • ନୟାଗଡ଼ରେ ଅଭାବନୀୟ ଘଟଣା, ଶୌଚାଳୟରେ ପ୍ରସବ କଲେ ଯୁକ୍ତ ୩ ଛାତ୍ରୀ
  • ||
  • ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ହୋହାଲ୍ଲା, ୧୨ଟା ଯାଏଁ ଗୃହ ମୁଲତବୀ
  • ||
  • ଗଜପତି: ଦୁଇ ବ୍ୟବସାୟୀଙ୍କ ଭାଇଙ୍କ ଘରେ ଆଇଟି ଚଢ଼ାଊ, ଆୟକର ବିଭାଗ ୧୨ ଅଧିକାରୀ ସାମିଲ୍
  • ||
  • ସମ୍ବଲପୁର: ପିଲାଙ୍କ ଭବିଷ୍ୟତ ସହିତ ସାଙ୍ଘାତିକ ଖେଳ, ପରୀକ୍ଷା ପୂର୍ବରୁ ୟୁଟ୍ୟୁବରେ ଘୂରି ବୁଲୁଛି ୭ମ ଏବଂ ୮ମ ପ୍ରଶ୍ନପତ୍ର
  • ||
  • ବୌଦ୍ଧ : ୧୨ କ୍ଵିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିର ଆର୍ଥିକ ଅନିୟମିତତା ମାମଲା : ରାଜା ଚକ୍ରଙ୍କ ସହଯୋଗୀ ସମୀର ଜେନା
  • ||
  • ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ୍‌ ଇଣ୍ଡିଆର ଏଟିଏମ୍‌ ତାଡି ନେଲେ ଦୁର୍ବୃତ୍ତ, ଜେସିବି ମାଲିକ ଅଟକ
  • ||
  • ତାତିରେ ବ୍ରେକ୍ ଲଗାଇବ କାଳବୈଶାଖୀ, ଆଜି ୬ ଜିଲ୍ଲାରେ ବର୍ଷା, ପବନ ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି
  • ||

ଭାରସାମ୍ୟ ହରାଇ ଓଲଟିଲା ପେପର ବୋଝେଇ ଟ୍ରକ, ୨ ଆହତ

Published By : Prameya | December 21, 2024 6:13 PM

ଖଲିକୋଟ, ୨୧/୧୨ :  ୧୬ ନମ୍ୱର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା । ଖଲ୍ଲିକୋଟ ବଡ଼ ଘାଟିରୁ ତଳକୁ ଖସିଲା ଟ୍ରକ । ଭାରସାମ୍ୟ ହରାଇ ଓଲଟିଲା ପେପର ବୋଝେଇ ଟ୍ରକ । ଆନ୍ଧ୍ରପ୍ରଦେଶରୁ କଟକ ଅଭିମୁଖେ ଯାଉଥିଲା ଏହି ଟ୍ରକ । ଡ଼୍ରାଇଭର ଓ ହେଲ୍ପର୍ ସାମାନ୍ୟ ଆହାତ ହୋଇଛନ୍ତି । ଖବରପାଇ ଘଟଣାସ୍ଥଳରେ ଖଲ୍ଲିକୋଟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.