ପ୍ରମୁଖ ଖବର
  • ଭୁବନେଶ୍ୱର : ଜାତୀୟ ସ୍ତରୀୟ ଗବେଷଣା ସୁଯୋଗ, ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍‌ ପାଇଁ ୩୦୦ ଶିକ୍ଷାର୍ଥୀ ଚୟନ
  • ||
  • ଭୁବନେଶ୍ୱର : ମହିଳାଙ୍କ ସୁରକ୍ଷା ପାଇଁ ନିଯୁକ୍ତ ହୋଇଥିଲେ; ତାଲିମ ନେଇଥିଲେ ୨୪୮ ଜଣ, ଏବେ ବନ୍ଦ ହୋଇଗଲା ଏସ୍‌ଓପି ବ୍ୟବସ୍ଥା
  • ||
  • ପଶ୍ଚିମବଙ୍ଗରେ ଥମୁନି ନିର୍ବାଚନୀ ହିଂସା, ଜଣେ ଟିଏମସି କର୍ମୀଙ୍କୁ ହତ୍ୟା, ପୁଣି ବିଜେପି ବିରୋଧରେ ଦଳ ଆଣିଲା ଅଭିଯୋଗ
  • ||
  • ବାଂଲାଦେଶ ମୁହାଁ ବାତ୍ୟା, ପ୍ରଭାବରେ ୪ଜିଲ୍ଲାରେ ବର୍ଷା ଓ ପବନ ସମ୍ଭାବନା, ୪ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଆଲର୍ଟ
  • ||
  • ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଭୋଟିଂ, ୪୪୭ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା
  • ||
  • ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ, ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳରେ ଚାଲିଛି ଭୋଟ୍, ୫୮ ସଂସଦୀୟ କ୍ଷେତ୍ରରେ ମତଦାନ ଆରମ୍ଭ
  • ||
  • ସୃଷ୍ଟି ହେଲା ଅବପାତ: ୨୫ ରାତିରୁ ଉପକୂଳରେ ବର୍ଷା, ୨୬ରେ ଭୀଷଣ ବାତ୍ୟା ରୂପ ନେବ
  • ||

ଚାଉଳିଆଗଞ୍ଜ ଦୁର୍ଗା ମଣ୍ଡପ ନିକଟରେ ସ୍କୁଟିକୁ ପିଟିଲା ଟ୍ରକ, ମହିଳାଙ୍କ ଚାଲିଗଲା ଜୀବନ

କଟକ ୦୨/୦୫: ସ୍କୁଟିକୁ ପିଟିଲା ଟ୍ରକ। ଦୁର୍ଘଟଣାସ୍ଥଳରେ ଚାଲିଗଲା ମହିଳାଙ୍କ ଜୀବନ। ସ୍କୁଟିରେ ଯାଉଥିଲେ ଦମ୍ପତି। ମୃତ ମହିଳାଙ୍କ ଘର କଟକ ଗତିରାଉତ୍ ପାଟଣା ବୋଲି ଜଣାପଡିଛି। ଏଭଳି ଅଭାବନୀୟ ଘଟଣା କଟକ ଚାଉଳିଆଗଞ୍ଜ ଦୁର୍ଗା ମଣ୍ଡପ ନିକଟରେ ଘଟିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖା ଦେଇଛି।

ସୂଚନା ମୁତାବିକ, ସକାଳୁ ସ୍କୁଟିରେ ଦମ୍ପତି ଯାଉଥିବା ବେଳେ ଟ୍ରକ୍‌ଟି  ଦ୍ରୁତ ଗତିରେ ଆସ କଟକ  ଚାଉଳିଆଗଞ୍ଜ ଦୁର୍ଗା ମଣ୍ଡପ ଧକ୍କା ଦେଇଥିଲା। ମହିଳା ଜଣ ତଳେ ପଡିଯିବା ଦୁର୍ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ଘଟିଛି। ସ୍ବାମୀ ଗୁରୁତର ଥିବା ଜଣାପଡିଛି। ଉଭୟଙ୍କୁ ଉଦ୍ଧାର କରାଯାଇଛି ମେଡିକାଲକୁ ପଠାଯାଇଥିବା ଜଣାପଡିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.