PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା : ସଂଗଠନ ଛାଡ଼ିଥିବା ମାଓବାଦୀ ପ୍ରଫୁଲ୍ଲ ପରିଚ୍ଛାକୁ ଗିରଫ କଲା ଅଡ଼ବା ପୋଲିସ, ଥାନାରେ ରହିଛି ୭ ମାମଲା
  • ||
  • ବୌଦ୍ଧ : ବୌଦ୍ଧ ୫୭ନଂ ଜାତୀୟ ଖୁଣ୍ଟବନ୍ଧ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ
  • ||
  • ଭୁବନେଶ୍ବର : ପିପିଲି ଟୋଲ ପ୍ଲାଜା ନିକଟରେ ଓଲଟିଲା ବସ୍, ଜଣେ ମୃତ ଓ ୨୦ଆହତ
  • ||
  • ନୟାଗଡ଼ : ବାଘ ଶୀକାର କରି ଫଟୋ ଉଠାଇବା ପଡ଼ିଲା ମହଙ୍ଗା, ୫ ବର୍ଷ ପରେ ଧରାପଡ଼ିଲା ବାଘ ଶିକାରୀ
  • ||
  • ବାରିପଦା : ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୨୭ ହଜାର ହେକ୍ଟରରୁ ଉର୍ଦ୍ଧ୍ଵ ଜମିକୁ ମିଳିବ ଜଳସେଚନ ସୁବିଧା
  • ||
  • ଉଦଳା : ଉଦଳା ଏନଏସି ଅଧୀନ ୱାର୍ଡ ନମ୍ବର ୩ରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କୃମି ଔଷଧ ଖାଇ ଶିଶୁ ପୁତ୍ର ଗୁରୁତର , ଡାକ୍ତରଖାନାରେ ଭର୍ତ୍ତି
  • ||
  • ସମ୍ବଲପୁର : ହୀରାକୁଦର ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା, ସତର୍କ ସୂଚନା ଜାରି କଲା ପ୍ରଶାସନ
  • ||
  • ପାଟଣା : ଘର ଉପରେ ମାଡ଼ି ବସିଲା ବିରାଟକାୟ ବଉଳ ବୃକ୍ଷ, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ
  • ||
  • ପୁରୀ : ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା ଉତ୍ସବ, ବୀରଡୋରିରେ ଦୁଇ ଭାଇଙ୍କ ହାତରେ ୬ ଥାକିଆ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା
  • ||
  • ପାଟଣା : ଚୋରାଚାଲାଣ ବେଳେ ମାଡ଼ିବସିଲା ବନ ବିଭାଗ, ଶାଳ କାଠ ବୋଝେଇ ସ୍କର୍ପିଓ ଜବତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ଆଶଙ୍କା
  • ||
  • ଭଦ୍ରକ : ଫୁଲୁଛି ବୈତରଣୀ ଓ ସାଳନ୍ଦୀ, ହଦଗଡ଼ ଡ୍ୟାମ୍‌ରୁ ୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ
  • ||

ଭାରସାମ୍ୟ ହରାଇ ଓଲଟିଲା ଧାନ ବୋଝେଇ ଟ୍ରକ

ବିନିକା, ୩୦।୬ ସୁବର୍ଣ୍ଣପୁର ଜିଲ୍ଲା ବିନିକା ସିଦ୍ଧି ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ୟ ହରାଇ ସମ୍ବଲପୁର ସୁବର୍ଣ୍ଣପୁର ମୁଖ୍ୟ ରାସ୍ତାରେ ଧାନ ବୋଝେଇ ଟ୍ରକ  ଓଲଟି ପଡିଛି।  ତେବେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଟ୍ରକ ଡ୍ରାଇଭର l

ଧାନ ବୋଝେଇ କରି ଗୋଡଭଗା ରୁ ଆନ୍ଦ୍ରପ୍ରଦେଶ ଯାଉଥିଲା। ଟ୍ରକଟି ବିନିକା ପଟରୁ ସୁବର୍ଣ୍ଣପୁର ପଟକୁ ଯାଉଥିଲା। ଏହି ସମୟରେ ସମ୍ମୁଖରୁ ଆସୁଥିବା ଏକ ଯାନ କୁ ସାଇଡ ଦେବା ବେଳେ  ରାସ୍ତା କଡ଼ରେ ଥିବା ମାଟି ଦବି ଯାଇ ଗାଡିଟି  ଓଲଟି ପଡିଥିଲା। ଟ୍ରକ ଡ୍ରାଇଭର ସାମାନ୍ୟ ଖଣ୍ଡିଆ ଖାବରା  ହୋଇଥିଲେ  l ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି।