ପ୍ରମୂଖ ଖବର
  • ପାକିସ୍ତାନ ବିରୋଧରେ ବିଏଲଏଫର ‘ଅପରେସନ୍ ବାମ୍’; ଏକାଥରେ ୧୭ଟି ସ୍ଥାନରେ କଲା ଆକ୍ରମଣ
  • ||
  • ପାତ୍ରପୁର ଠଣାଗାଁ ଛକ ନିକଟରେ ୨ ବୁଲେଟ ମଧ୍ୟରେ ମୁହାଁମୁହିଁଁ ଧକ୍କା , ବାପା-ପୁଅ ସମେତ ୩ମୃତ
  • ||
  • ବୌଦ୍ଧ : ଜମଘାଟୀ ଗ୍ରାମରେ ଅଘଟଣ, କୂଅରେ ପଡ଼ି ବୃଦ୍ଧଙ୍କ ମୃତ୍ୟୁ
  • ||
  • କୋଣାର୍କରୁ ବରମୁଣ୍ଡା ଆମ ବସ୍‌ ବନ୍ଦ, ଯାତ୍ରୀ ହନ୍ତସନ୍ତ
  • ||
  • ଜଗତସିଂହପୁର : ପୁତୁରାକୁ କୋଦାଳରେ ହାଣି ହତ୍ୟା କଲା ଦାଦା, କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ
  • ||
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

ବୁଢାବାହାଲ ପଂଚାୟତରେ ଅନାସ୍ଥା ନିର୍ବାଚନ, ଗଣତି ସ୍ଥଗିତ…

Published By : Ladu Kishor | June 30, 2025 5:27 PM

ସଇଁତଳା ୩୦/୦୬: କିଛି ଦିନ ତଳେ ସଇଁନ୍ତଳା ବ୍ଳକ ବୁଢ଼ାବାହାଲ ଗ୍ରାମ ପଞ୍ଚାୟତ ସରପଞ୍ଚ ଳତା କୁମ୍ଭାରଙ୍କ ବିରୋଧରେ ମନମୁଖି କାର୍ଯ୍ୟକଳାପ କରୁଥିବା ଅଭିଯୋଗ ନେଇ ଟିଟିଲାଗଡ ଉପ ଜିଲ୍ଲାପାଳଙ୍କ ଠାରେ ୯ ଜଣ ୱାର୍ଡ ମେମ୍ବର ଅନାସ୍ଥା ପ୍ରସ୍ତାବ ପାଇଁ ଦାବି କରିଥିଲେ । ତେବେ ଗତ ୩୦ ତାରିଖରେ ଉପଜିଲ୍ଲାପାଳ ଅନାସ୍ଥା ନିର୍ବାଚନ ତାରିଖ ଘୋଷଣା କରିବା ପରେ ଆଜି  ନିର୍ବାଚନ ହୋଇଥିଲା। ନିର୍ବାଚନ ଦାୟିତ୍ବରେ ଥିବା ନିର୍ବାଚନୀ ଅଧିକାରୀ ତଥା ସଇଁନ୍ତଳା ତହସିଲଦାରଙ୍କ ଉପସ୍ଥିତିରେ ନିର୍ବାଚନ ଭୋଟ ଆରମ୍ଭ କରିଥିଲେ । ତେବେ ନିର୍ବାଚନରେ ସରପଞ୍ଚଙ୍କ ସମେତ ନଅ ଜଣ ୱାର୍ଡ ସଭ୍ଯ ଭୋଟ ଦେଇଥିଲେ । ଭୋଟ ସରିବା ପରେ  ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରହିତାଦେଶ ହୋଇ ଥିବାରୁ ଫଳ ପ୍ରକାଶ ହୋଇ ନଥିବା ନିର୍ବାଚନୀ ଅଧିକାରୀ  ସୁଚନା ଦେଇଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.