ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

ପ୍ରଯୋଜକ ଟୁଟୁ ନାୟକ ଗିରଫ ମାମଲା : ରାୟ ସଂରକ୍ଷିତ, ଘୁଞ୍ଚିଲା ଶୁଣାଣୀ

ଭୁବନେଶ୍ଵର, ୦୬/୧୧ : ମହିଳା ସାମ୍ବାଦିକାଙ୍କୁ ପ୍ରୋଯୋଜକ ମାଡ଼ ମାରିବା ମାମଲା। ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ଆବେଦନର ଶୁଣାଣି ଶେଷ। ରାୟ ସଂରକ୍ଷିତ ରଖିଲେ କୋର୍ଟ। ଜାମିନ ଆବେଦନର ଶୁଣାଣି ୮ ତାରିଖକୁ ଘୁଞ୍ଚିଛି। ବୟାନ ରେକର୍ଡ କରାଯାଇନଥିବାରୁ ଶୁଣାଣି ଘୁଞ୍ଚିଛି। 

ପ୍ରକାଶ ଥାଉକି, ମହିଳା ସାମ୍ବାଦିକା ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା ଘଟଣାରେ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ଟୁଟୁ ନାୟକ ଗିରଫ ହୋଇଛନ୍ତି। ଗତକାଲି ରବିବାର ଥିବାରୁ ସେ ଜେଲରେ ଦିନ କାଟିଥିଲେ। ତାଙ୍କ ବିରୋଧରେ ସଙ୍ଗୀନ ଦଫା ୩୫୪ (ମହିଳାଙ୍କୁ ଅସଦାଚରଣ), ୩୪୧ (ବେଆଇନ ଭାବେ ଅଟକ), ୩୨୩ (ଶରୀରକୁ ଆଘାତ) ଓ ୨୯୪ (ଅଶ୍ଳୀଳ ଭାଷାରେ ଗାଳି) ଆଦି ଲଗାଇଛି ।ତେଣୁ ଟୁଟୁ ନାୟକ ଜେଲ୍‌ରେ ରହିବେ ନା ବେଲ୍ ପାଇବେ ? ତାହାକୁ ନେଇ ଚର୍ଚ୍ଚା ଜୋର ଧରିଛି।


  • prameyanews
  • PrameyaOdia
  • prameya
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.