ପ୍ରମୁଖ ଖବର
  • ମୁମ୍ବାଇ: ମଝି ସମୁଦ୍ରରେ ହୁତୁହୁତୁ ହୋଇ ଜଳିଗଲା ବିଳାସପୂର୍ଣ୍ଣ ବୋଟ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
  • ||
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ପ୍ରଯୋଜକ ଟୁଟୁ ନାୟକ ଗିରଫ ମାମଲା : ରାୟ ସଂରକ୍ଷିତ, ଘୁଞ୍ଚିଲା ଶୁଣାଣୀ

ଭୁବନେଶ୍ଵର, ୦୬/୧୧ : ମହିଳା ସାମ୍ବାଦିକାଙ୍କୁ ପ୍ରୋଯୋଜକ ମାଡ଼ ମାରିବା ମାମଲା। ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ଆବେଦନର ଶୁଣାଣି ଶେଷ। ରାୟ ସଂରକ୍ଷିତ ରଖିଲେ କୋର୍ଟ। ଜାମିନ ଆବେଦନର ଶୁଣାଣି ୮ ତାରିଖକୁ ଘୁଞ୍ଚିଛି। ବୟାନ ରେକର୍ଡ କରାଯାଇନଥିବାରୁ ଶୁଣାଣି ଘୁଞ୍ଚିଛି। 

ପ୍ରକାଶ ଥାଉକି, ମହିଳା ସାମ୍ବାଦିକା ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା ଘଟଣାରେ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ଟୁଟୁ ନାୟକ ଗିରଫ ହୋଇଛନ୍ତି। ଗତକାଲି ରବିବାର ଥିବାରୁ ସେ ଜେଲରେ ଦିନ କାଟିଥିଲେ। ତାଙ୍କ ବିରୋଧରେ ସଙ୍ଗୀନ ଦଫା ୩୫୪ (ମହିଳାଙ୍କୁ ଅସଦାଚରଣ), ୩୪୧ (ବେଆଇନ ଭାବେ ଅଟକ), ୩୨୩ (ଶରୀରକୁ ଆଘାତ) ଓ ୨୯୪ (ଅଶ୍ଳୀଳ ଭାଷାରେ ଗାଳି) ଆଦି ଲଗାଇଛି ।ତେଣୁ ଟୁଟୁ ନାୟକ ଜେଲ୍‌ରେ ରହିବେ ନା ବେଲ୍ ପାଇବେ ? ତାହାକୁ ନେଇ ଚର୍ଚ୍ଚା ଜୋର ଧରିଛି।


  • prameyanews
  • PrameyaOdia
  • prameya
  • OdishaNews
  • Copyright © 2022 - Summa Real Media Private Limited. All Rights Reserved.