ପ୍ରମୂଖ ଖବର
  • ବେଆଇନ୍ ବେଟିଂ ଆପ୍ ମାମଲା, ଅନେକ ସାଉଥ୍ ସେଲିବ୍ରିଟିଙ୍କୁ ସମନ ପଠାଇଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
  • ||
  • ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ ୧୦୧ ବର୍ଷରେ ପରଲୋକ
  • ||
  • ମୁମ୍ବାଇ ଏୟାରପୋର୍ଟରେ ଅଘଟଣ, ଅବତରଣ ବେଳେ ରନୱେରୁ ତଳକୁ ଖସିଗଲା ଏୟାର ଇଣ୍ଡିଆ ବିମାନ
  • ||
  • ଦୁଷ୍କର୍ମ ଅଭିଯୋଗରେ ଉଦିତ ପ୍ରଧାନ ଗିରଫ ଘଟଣା। ପୀଡ଼ିତାଙ୍କ ବୟାନ ରେକର୍ଡ
  • ||
  • ଢ଼ାକାରେ ଖସି ପଡ଼ିଲା ଏଫ୍‌-୭ ଟ୍ରେନିଂ ବିମାନ, ଦୁର୍ଘଟଣାରେ ଜଣେ ମୃତ, ଉଦ୍ଧାରକାର୍ଯ୍ୟ ଜାରି
  • ||
  • କଟକ : ପରିବାରର ୩ ଜଣଙ୍କୁ ହତ୍ୟା ମାମଲା; ପ୍ରମାଣ ଅଭାବରୁ ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଆସାମୀ ନିର୍ଦ୍ଦୋଷରେ ଖଲାସ
  • ||
  • ବାଲେଶ୍ବର FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା,ଭାରପ୍ରାପ୍ତ ଅଧ୍ୟାପକ ଓ କିଛି କର୍ମଚାରୀଙ୍କୁ ପଚରାଉଚରା
  • ||
  • ଆରଏସପିରେ ଅଘଟଣ, ଶାବଳ ବାଜି ଠିକା ଶ୍ରମିକଙ୍କ ମୃତ୍ୟୁ
  • ||
  • ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ, ଉଦିତ୍ ପ୍ରଧାନଙ୍କୁ ନିଲମ୍ବିତ କଲେ NSUI ସଭାପତି
  • ||
  • ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ, କହିଲେ ଏହି ଅଧିବେଶନ ବିଜୟର ଉତ୍ସବ
  • ||
  • ବାଲେଶ୍ୱର :ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; ପ୍ରଧାନ ଶିକ୍ଷକ ଏବଂ ଗଣିତ ସାର୍ ଅଟକ
  • ||
  • ପୁରୀ : କୂଅରେ ପଡ଼ି ଚାଲିଗଲା ପାଳିଆ ସେବାୟତଙ୍କ ଜୀବନ, ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ଗୁଜରାଟରେ ଭୂକମ୍ପ ଝଟ୍‌କା, ଥରିଲା ଆଲାସ୍କା-ତାଜାକିସ୍ତାନ, ୬.୨ ତୀବ୍ରତା ରେକର୍ଡ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ
  • ||
  • ଖାଦ୍ୟ ପାଇଁ ଅପେକ୍ଷା କରିଥିଲେ, ଇସ୍ରାଏଲ ସେନା ଚଲାଇଲା ଗୁଳି ୬୭ ପାଲେଷ୍ଟୀନିୟଙ୍କ ମୃତ୍ୟୁ
  • ||
  • କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ
  • ||
  • ମୌସୁମୀ ଅଧିବେଶନ ୨୦୨୫: ଆଜିଠୁ ୩ଟି ପ୍ରମୁଖ ପ୍ରସଙ୍ଗ ନେଇ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ:୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||
  • ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ମାଟ୍ରିକ ପରୀକ୍ଷାରେ ବାଜି ମାରିଲେ ଦୁଇ ଜାଆଁଳା ଭାଇ, ସମାନ ନମ୍ବର ରଖି ଜିଲ୍ଲାରେ ହେଲେ ଟପ୍ପର…

Published By : Ladu Kishor | May 2, 2025 10:31 PM

ମାଲକାନଗିରି,୨/୫ ପ୍ରକାଶିତ ହୋଇସାରିଛି ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ। ଜିଲ୍ଲାର ୧୩୦ଟି ହାଇସ୍କୁଲର ୮୧୯୭ ଜଣ ପରିକ୍ଷା ଦେବା ପାଇଁ ଫର୍ମ ଫିଲପ କରିଥିଲେ । ମୋଟ ୮୦୩୯ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୭୭୫୦ଜଣ ପାସ କରିଛନ୍ତି । ୧୫୮ ଜଣ ଅନୁପସ୍ଥିତ ଥିଲେ । ଚଳିତ ବର୍ଷ ମାଟ୍ରିକରେ ଛାତ୍ର ଛାତ୍ରୀ ମାନେ ସଫଳତାର ସହିତ ଅଧକ ନମ୍ବର ରଖି ପାସ କରିଛନ୍ତି। ଜିଲ୍ଲାରେ ମୋଟ ପାସ ହାର ୯୬.୪୧ ପ୍ରତିଶତ ହୋଇଥିବ ଥିବା ବେଳେ ଜିଲ୍ଲାରେ ଏ୧ ଗ୍ରେଡରେ ମୋଟ ୧୨ ଜଣ ପାସ କରିଛନ୍ତି । ସେମାନଙ୍କ ମଧ୍ୟରୁ ଏମଭି ୭୯ ସାବେରୀ ବିଦ୍ୟାପିଠ ହାଇସ୍କୁଲର ଦୁଇଛାତ୍ର ତଥା ଜାଆଁଳା ଭାଇ ଡମ୍ବରୁ ଲେଙ୍କା ଓ ଡାନିଆଲ ଲେଙ୍କା ଉଭୟ ୫୬୦ ଲେଖା ସମାନ ନମ୍ବର ରଖି ଏ୧ ଗ୍ରେଡରେ ପାସ ହୋଇ ଜିଲ୍ଲାରେ ରେକେର୍ଡ କରିଛନ୍ତି । ଜିଲ୍ଲାରେ ମୋଟ ଏ-୧ ଗ୍ରେଡ ରେ ୧୨ଜଣ ଏ-୨ ଗ୍ରେଡରେ ୪୬ଜଣ, ବି ୧ଗ୍ରେଡରେ ୧୨୧ଜଣ, ବି- ୨ଗ୍ରେଡରେ ୫୪୬ଜଣ, ସି ଗ୍ରେଡରେ ୧୮୯୯ଜଣ, ଡି ଗ୍ରେଡରେ ୩୫୬୯ଜଣ, ଇ ଗ୍ରେଡରେ ୧୫୫୭ ଜଣ ପାସ କରିଥିବା ବେଳେ ଏଫ ଗ୍ରେଡରେ ରହି ୨୮୮ ଜଣ ପରୀକ୍ଷାର୍ଥୀ ଫେଲ ହୋଇଛନ୍ତି । ଜିଲ୍ଲାରେ ମୋଟ ୯୬.୪୧ ପ୍ରତିଶତ ଛାତ୍ର ଛାତ୍ରୀ ମାଟ୍ରିକ ପରୀକ୍ଷାରେ ପାସ କରିଛନ୍ତି । ଚଳିତ ବର୍ଷ ମାଲାକନଗିରି ଜିଲ୍ଲାରେ ହାଇସ୍କୁଲ ପରୀକ୍ଷାରେ ଗତବର୍ଷ ତୁଳନାରେ ପାସ ହାର ବୃଦ୍ଧିପାଇ ପରୀକ୍ଷା ଫଳ ଭଲ ହୋଇଛି ବୋଲି ଭାରପ୍ରାପ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଉମାପ୍ରସାଦ ଦାଶ ସୂଚନାଦେଇଛନ୍ତି।           

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.