ପ୍ରମୂଖ ଖବର
  • କେନ୍ଦୁଝର : ଚୋରା କାଠ ଚାଲାଣ ବେଳେ ମାଡ଼ି ବସିଲା ବନ ବିଭାଗ, ୭ ଟ୍ରିପରୁ ଉର୍ଦ୍ଧ୍ଵ କାଠ ଜବତ
  • ||
  • ଯାଜପୁର : ଶୌଚ ହେବାକୁ ଯାଇ କେନାଲରେ ଭାସିଗଲେ ନାବାଳକ
  • ||
  • ଭୁବନେଶ୍ଵର : ୨୭ରେ ବସିବ ନୀତି ଆୟୋଗ ବୈଠକ, ଯୋଗଦେବେ ମୁଖ୍ୟମନ୍ତ୍ରୀ
  • ||

ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି, କଟକ- ଭୁବନେଶ୍ଵର ସହ ଯୋଡ଼ି ହେବ ପୁରୀ

ଭୁବନେଶ୍ବର,୨୫।୬ : ଦ୍ବୈତ ନଗରୀ କଟକ- ଭୁବନେଶ୍ଵର ସହ ଯୋଡ଼ି ହେବ ପୁରୀ । ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି ।  ଏହାଦ୍ବାରା ସହରର ଆକାର ବଢ଼ିବ । ଗମନାଗମନ ସୁବିଧା ସହ ଅର୍ଥନୈତିକ ଅଭିବୃଦ୍ଧି ହେବ । ଗୃହ ନଗର ଉନ୍ନୟନ ବିଭାଗ ପକ୍ଷରୁ ଟ୍ରିପଲ ସିଟିର ନୂଆ ପରିକଳ୍ପନା କରାଯାଇଛି ।  ଏ ନେଇ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। 

ଆହୁରି ପଢନ୍ତୁ : ଚଳିତ ବର୍ଷ ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ ବନ୍ଦ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.