ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ଗୌନ୍ଦିସର ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା; ୨ ମୃତ, ୫ ଗୁରୁତର

Published By : Bijay Swain | May 27, 2025 11:42 PM

ଜହ୍ନ।ପଙ୍କ,୨୭/୫: ବୌଦ୍ଧ ବ୍ଲକ ଅନ୍ତର୍ଗତ ମଙ୍ଗଳବାର ସନ୍ଧ୍ୟା ୭ଟା ସମୟରେ ବଘିଆପଡା-ଶଗଡା ରାସ୍ତାର ଆମ୍ବଝରୀ ଗ୍ରାମ ପଞ୍ଚାୟତ ଗୌନ୍ଦିସର ଗ୍ରାମ ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ବୌଦ୍ଧ ଡାକ୍ତରଖାନାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇ ଯାଇଛି। ଅନ୍ୟ ୭ ଜଣ ଗୁରୁତର ଥିବା ଜଣା ପଡିଛି l  

ମିଳିଥିବା ସୂଚନା ଅନୁଯାୟୀ ଟିକରପଡା ଗ୍ରାମପଞ୍ଚାୟତ ଚରିଆପାଲି ଗ୍ରାମର ଗଜେନ୍ଦ୍ର ମଲ୍ଲିକ ଡିଲେଜୁ ଗ୍ରାମର ସମ୍ପର୍କୀୟଙ୍କ ବିବାହ ଭୋଜିରେ ଯୋଗ ଦେଇ ପରିବାର ସହ ନିଜ ଘରକୁ ଫେରୁଥିବା ସମୟରେ ବିପରିତ ଦିଗରୁ ଆସୁଥିବା ଅନ୍ୟ ଏକ ବାଇକ ସହ ଗୌନ୍ଦିସର ଗ୍ରାମ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା | ଫଳରେ ଗଜେନ୍ଦ୍ର ମଲ୍ଲିକ, ତାଙ୍କ ପତ୍ନୀ ଓ ତିନି ଶିଶୁ କନ୍ୟା ଗୁରୁତର ଆହତ ହୋଇଥିଲେ | ସେହିପରି ଅନ୍ୟ ବାଇକ ଆରୋହୀ ଗୋଛାପଡା ଗ୍ରାମର ସଂଜୀବ ବାଘ, ଯଶୋବନ୍ତ ବାଘ, ଗୋବିନ୍ଦ ଝାଙ୍କର ଓ ଅନ୍ୟ ଜଣେ ମଧ୍ୟ ଗୁରୁତର ଆହତ ହୋଇଥିଲେ | ଦୁଇଟି ୧୦୮ ଆମ୍ବୁଲାନ୍ସ୍ ଯୋଗେ ସମସ୍ତଙ୍କୁ ବୌଦ୍ଧ ଡାକ୍ତରଖାନା ଅଣା ଯାଇଥିଲା l ଡାକ୍ତର ପରୀକ୍ଷା କରି ଗଜେନ୍ଦ୍ର ମଲ୍ଲିକ ଓ ତାଙ୍କ ୮ ବର୍ଷର ଝିଅ ଲିପସା ଝାଙ୍କରଙ୍କୁ ମୃତ ଘୋଷଣା କରିଥିଲେ | ଅନ୍ୟ ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ବୌଦ୍ଧ ଡାକ୍ତରଖାନାରେ ଚିକିତ୍ସlଧୀନ ଥିବା ସୂଚନା ମିଳିଛି l ବୌଦ୍ଧ ପୋଲିସ ଡାକ୍ତରଖାନାରେ ପହଞ୍ଚି ଦୁଇ ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି |

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.