ପ୍ରମୂଖ ଖବର
  • ବାଲିପାଟଣା : ମାଆକୁ କୁଟୁରୀରେ ହାଣି ହତ୍ୟା କଲା ପୁଅ
  • ||
  • ପୁରୀ : ହୋଟେଲ ରୁମ ଭିତରୁ ୨ ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଆସନ୍ତା ୩୧ ରେ ହେବନି ସ୍ବତନ୍ତ୍ର ଓଟିଇଟି ପରୀକ୍ଷା
  • ||
  • ଲାଞ୍ଚନେବା ପଡ଼ିଲା ମହଙ୍ଗା, ବନ୍ଧାହେଲେ ୪ ସରକାରୀ ବାବୁ
  • ||
  • ଦୀଘା ସମୁଦ୍ରରେ ଭାସିଗଲେ ଦୁଇ ପର୍ଯ୍ୟଟକ, ଜଣେ ଉଦ୍ଧାର
  • ||
  • ଭୁବନେଶ୍ବର: ଲାଞ୍ଚନେବା ପଡ଼ିଲା ମହଙ୍ଗା, ବନ୍ଧାହେଲେ ୪ ସରକାରୀ ବାବୁ
  • ||
  • ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ଅପ୍‌ଡେଟ୍, ଭୁବନେଶ୍ୱରରେ ନୂଆ ଢ଼ାଞ୍ଚାରେ ହେବ ମେ​‌ଟ୍ରୋ କରିଡ଼ର
  • ||
  • ଇଟାଲୀର ଲାମ୍ପେଡୁସା ଦ୍ୱୀପରେ ବୁଡ଼ିଲା ପ୍ରବାସୀ ଡଙ୍ଗା; ୨୬ ମୃତ, ୧୨ ନିଖୋଜ
  • ||
  • ଗଞ୍ଜାମ : ବିଷାକ୍ତ ସାପ କାମୁଡାରେ ମାଇଁ ଓ ଭାଣିଜୀ ମୃତ
  • ||
  • କଟକ : କେନାଲ ପାଣିରେ ଭାସିଯାଇ ନିଖୋଜ ହୋଇଥିଲେ ଛାତ୍ରୀ, ଉଦ୍ଧାର ହେଲା ମୃତଦେହ
  • ||
  • ଭିସୁଟ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଡ୍ରେସ୍ କୋଡ୍, ପ୍ରଥମ ବର୍ଷ ଛାତ୍ରୀ ପିନ୍ଧିବେ ସାଲଓ୍ୱାର- କୁର୍ତ୍ତା, ପ୍ୟାଣ୍ଟ, ସାର୍ଟ ପିନ୍ଧିବେ ଛାତ୍ର
  • ||
  • କଂଗ୍ରେସର "ଭୋଟ୍‌ ଚୋର, ଗାଦି ଛାଡ଼' ଶୋଭାଯାତ୍ରା, ସନ୍ଧ୍ୟାରେ ଆୟୋଜିତ ହେବ ମଶାଲ ରାଲି
  • ||
  • କେନ୍ଦୁଝର : ଶୋଇଥିବା ବେଳେ ଦଂଶିଲା ସାପ, ଚାଲିଗଲା ମାଆ ପୁଅଙ୍କ ଜୀବନ
  • ||
  • ବଲାଙ୍ଗୀର : ମହଙ୍ଗା ପଡ଼ିଲା ପରକୀୟା ପ୍ରୀତି, ଧରାପଡ଼ିବାରୁ ଗାଁ ଦାଣ୍ଡରେ ଯୁବକଙ୍କୁ ବାନ୍ଧି ନିସ୍ତୁକ ମାଡ଼
  • ||
  • ଚାଷକୁ ଡବଲ୍‌ ଲଘୁଚାପ ଭରସା: ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାକୁ ପ୍ରବଳ ବର୍ଷା ଆଲର୍ଟ, କୋରାପୁଟ, ମାଲକାନଗିରିକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ
  • ||

ହୋଟେଲରୁ ୨ ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Published By : Suraj Kumar | August 14, 2025 10:53 PM

ପୁରୀ ,୧୪।୮ ପୁରୀ ପେଣ୍ଠକଟା ନିକଟରେ ଥିବା ଏକ ହୋଟେଲ ରୁମ୍ ଭିତରୁ ୨ ଜଣଙ୍କ ମୃତଦେହ ଉଦ୍ଧାର। ହୋଟେଲ ରୁମର ପଙ୍ଖାରେ ଜଣେ ମହିଳା ଓ ପୁରୁଷ ଝୁଲିପଡିଥିବା ବେଳେ ସେମାନଙ୍କ ମୃତଦେହ ଉଦ୍ଧାର କରିଛି ସମୁଦ୍ର କୂଳ ଥାନା ପୁଲିସ । ମୃତକ ଦୁଇଜଣ ପଶ୍ଚିମବଙ୍ଗର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। କେଉଁ କାରଣରୁ ସେମାନେ ଆତ୍ମହତ୍ୟା କଲେ ସେ ନେଇ ପୁଲିସ ତଦନ୍ତ କରୁଛି। 

ତେବେ ଗତ ଦୁଇଦିନ ତଳେ ଦୁଇ ଜଣ ଆତ୍ମହତ୍ୟା କରିଥିବା ପୁଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରୁଛି।‌ ଘଟଣାର ତଦନ୍ତ ପରେ ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ସମୁଦ୍ର କୂଳ ପୁଲିସ ସୂଚନା ଦେଇଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ହୋଟେଲ ରୁମରୁ ମୃତଦେହ ଉଦ୍ଧାର କରାଯାଇ ଶବ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.