ପ୍ରମୂଖ ଖବର
  • ମାଲକାନଗିରି ଜିଲ୍ଲାରେ ଭିଷଣ ବର୍ଷା, ନଦୀରେ ବନ୍ୟା ଜଳ ଯୋଗୁଁ ଯୋଗାଯୋଗ ବିଛିନ୍ନ
  • ||
  • ବୌଦ୍ଧ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀର ଗଳା କାଟି ହତ୍ୟା କଲା ନୃଶଂସ ସ୍ବାମୀ
  • ||
  • ଖଣ୍ଡପଡ଼ା : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ, ଯୁବକ ଗୁରୁତର
  • ||
  • ଭୁବନେଶ୍ବର : ପଡୋଶୀଙ୍କୁ ବନ୍ଧୁକ ଦେଖାଇଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ଚିତ୍ରକୋଣ୍ଡା : ମାଟି ଅତଡ଼ା ଧସି ରାସ୍ତା ଅବରୋଧ, ଯାତାୟତ ଠପ୍‌
  • ||
  • ସୋର : ଆଇନଜୀବୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୨୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ: ଅସହାୟ ଯୁବତୀଙ୍କୁ ମାସାଧିକକାଳ ଗଣଦୁଷ୍କର୍ମ ଘଟଣା: ୪ ଅଭିଯୁକ୍ତଙ୍କୁ ଉଠାଇ ଆଣିଲା ପୁଲିସ, ୨ ଫେରାର୍
  • ||
  • ଭଦ୍ରକ: ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଦୁର୍ଘଟଣାସ୍ଥଳରେ ଚାଲିଗଲା ଦୁଇ ଜୀବନ
  • ||
  • ବାଲେଶ୍ୱର : ଖଡ଼ୁପାହି ବେଳାଭୂମିରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କେନ୍ଦ୍ରାପଡ଼ା ୨୨ ଗାଁରେ କୁକୁଡ଼ା ମରା ଅଭିଯାନ: ପୋତାଗଲା ୪ ହଜାର କୁକୁଡ଼, ଚିକେନ୍‌-ଅଣ୍ଡା ବିକ୍ରି ଉପରେ କଟକଣା
  • ||
  • ନବରଙ୍ଗପୁର : ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ, ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି
  • ||
  • କୋରାପୁଟ : ଜଲାପୁଟ ଡ୍ୟାମ୍‌ର ଖୋଲିଲା ୬ଟି ଗେଟ୍‌, ସ୍ପିଲ୍‌ ୱେ ଡ୍ୟାମ୍‌ ଏବଂ ମୁଖ୍ୟ ଡ୍ୟାମ୍‌ ଦେଇ ୨୩,୦୦୦ କ୍ୟୁସେକ ଜଳ ନିଷ୍କାସିତ
  • ||
  • ଭୁବନେଶ୍ୱର: କେଶରୀ ଏନକ୍ଲେଭରେ ବୋମାମାଡ଼, ପାର୍ବଣ ସମୟରେ ପୁଲିସକୁ ଚ୍ୟାଲେଞ୍ଜ
  • ||
  • ବଙ୍ଗୋପସାଗରରେ ଗଭୀର ଅବପାତ: ଉପକୂଳକୁ ଭୀଷଣ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କତା ଜାରି କଲେ SRC
  • ||
  • ବୌଦ୍ଧ : ସାପ କାମୁଡ଼ାରେ ତିନି ନାବାଳିକା ଝିଅଙ୍କ ମୃତ୍ୟୁ, ବାପା ଗୁରୁତର
  • ||

ଆତ୍ମସମର୍ପଣ କଲେ ୨ ହାର୍ଡକୋର୍ ମାଓବାଦୀ

ସମ୍ଵଲପୁର, ୩୦/୦୮ : ଆତ୍ମସମର୍ପଣ କଲେ ୨ ହାର୍ଡକୋର୍ ମାଓବାଦୀ। ଆମିଲା ଓରଫ ପୂଜା ତାତି ଏବଂ ରଘୁ ଓରଫ ସାଇତୁ ପଡମ ଉତ୍ତରାଞ୍ଚଳ ଆଇଜି, ବରଗଡ଼ ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଆମିଲାର ମୁଣ୍ଡ ଉପରେ ୪ ଲକ୍ଷ ଟଙ୍କା ଏବଂ ରଘୁ ମୁଣ୍ଡ ଉପରେ ୩ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିଲା। ମାଓବାଦୀ ସଙ୍ଗଠନରେ ଶାରିରୀକ ଏବଂ ମାନସିକ ନିର୍ଯାତନା ବଢୁଥିବାରୁ ଏହି ଦୁଇ ମାଓବାଦୀ ସଙ୍ଗଠନ ଛାଡିଛନ୍ତି। ଉଭୟଙ୍କ ନାମରେ ବହୁ ମାମଲା ରହିଛି।  

ସୂଚନାନୁଯାୟୀ, ୨୦୧୦ ମସିହା ଠାରୁ ଗନ୍ଧମାର୍ଦ୍ଦନ ରିଜର୍ଭ ସଂରକ୍ଷିତ ଜଙ୍ଗଲରେ ଏରିଆ କମିଟି କମାଣ୍ଡର ଥିଲା ଆମିଲା। ବରଗଡ଼ ଏବଂ ବଲାଙ୍ଗୀର ଜିଲ୍ଲାରେ ମାଓ କାର୍ଯ୍ୟକଳାପ ବୃଦ୍ଧି କରିବାରେ ନେତୃତ୍ଵ ନେଇଥିଲା। ସେହିପରି ୨୦୧୨ ମସିହା ଠାରୁ ମାଓ ସଙ୍ଗଠନରେ ସାମିଲ ହୋଇଥିଲା ରଘୁ। ସେମାନଙ୍କ ନାଁରେ ବହୁ ମାମଲା ରହିଛି। ତେବେ ଏହି ଦୁଇ ମାଓବାଦୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବା ସହ ସମସ୍ତ ସୁବିଧା ଯୋଗାଇ ଦିଆଯିବ। 


 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.