ପ୍ରମୁଖ ଖବର
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

ଟ୍ରେନରୁ ଖସିପଡ଼ିଲେ ଦୁଇ ଯାତ୍ରୀ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ହେଲେ ଭର୍ତ୍ତି

ଯାଜପୁର, ୧୯/୧୧:  ଟ୍ରେନ୍ ଛାଡ଼ିଦେବାରୁ ଖସିପଡ଼ିଲେ ୨ ଯାତ୍ରୀ । ଟ୍ରେନକୁ ଅଟକ ରଖିଛନ୍ତି ସ୍ଥାନୀୟ ଲୋକେ । ଯାଜପୁର ଜିଲ୍ଲା ଦୁଲାଖାପାଟଣା ଷ୍ଟେସନରେ ଅଟକିଛି ଡିଏମୟୁ ଟ୍ରେନ୍ । ଗାର୍ଡଙ୍କୁ ଅଟକ ରଖିଛନ୍ତି ଯାତ୍ରୀ । ଟ୍ରେନରୁ ଖସିପଡ଼ିଥିବା ଦୁଇଜଣ ଯାତ୍ରୀଙ୍କୁ ନିକଟସ୍ଥ କୋରାଇ ମେଡିକାଲକୁ ପଠାଯାଇଥିବା ସୂଚନା । ସେଥି ମଧ୍ୟରୁ ଜଣେ ଯାତ୍ରୀ ହେଉଛନ୍ତି ସେହି ଅଞ୍ଚଳ ଦୁଲାଖା ପାଟଣାର ୩୬ ବର୍ଷୀୟ ବଟକୃଷ୍ଣ ସେଠୀ ବୋଲି ଜଣାପଡ଼ିଛି ।

{"id":495390,"sizeSlug":"large","linkDestination":"none"}

Copyright © 2022 - Summa Real Media Private Limited. All Rights Reserved.