PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ବଜ୍ରପାତରେ ଚାଲିଗଲା ଦୁଇ ଜଣଙ୍କର ଜୀବନ, ୫ ଆହତ

ବରଗଡ଼, ୬/୮ : ବରଗଡ଼ ଜିଲ୍ଲା ବରପାଲି ବ୍ଲକ ବରିକେଲ ଗାଁରେ ବଜ୍ରାଘାତରେ ୨ ଜଣଙ୍କର ମୃତ୍ୟ ହୋଇଥିବାବେଳେ ୫ଜଣ ଆହତ ହୋଇଛନ୍ତି । ମୃତକ ହେଲେ ବରିକେଲ ଗାଁର ଅବଦୂତ ଦୀପ ଓ ବୃହସ୍ପତି ଦୀପ । ଆହତଙ୍କୁ ପ୍ରଥମେ ବରପାଲି ହସ୍ପିଟାଲ ଓ ପରେ ବରଗଡ଼ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି  ।

 ସୂଚନା ଅନୁଯାୟୀ, ବର୍ଷା ସମୟରେ ସମସ୍ତେ ଗୋଟିଏ ପାନ ଦୋକାନରେ ଆଶ୍ରୟ ନେଇଥିଲେ। ହଠାତ ବଜ୍ରପାତ ହୋଇଥିଲା ଓ ସମସ୍ତେ ତଳେ ପଡିଯାଇଥିଲେ । ଗ୍ରାମବାସୀ ତୁରନ୍ତ ସମସ୍ତଙ୍କୁ ବରପାଲି ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ, ସେଠାରେ ଡାକ୍ତର ଦୁଇଜଣଙ୍କୁ ମୃତ ଘୋଷଣା କରିଥିବାବେଳେ ଆହତଙ୍କୁ ପ୍ରାଥମିକ ଚିକିତ୍ସା ପରେ ବରଗଡ଼ ମୂଖ୍ୟ ଡାକ୍ତରଖାନାକୁ ପଠାଇ ଦେଇଛନ୍ତି । ସେହିପରି ପାଟକୁଳୁଣ୍ଡା ଗାଁରେ ୮ଛେଳି ଓ ଗୋଟିଏ ବଳଦର ମୃତ୍ୟୁ ହୋଇଛି।

ସମ୍ବନ୍ଧିତ ଖବର