PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଦୁଇ ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ, ରାଉରକେଲା ପାଇଁ ଭୂପେନ୍ଦ୍ର ସିଂ ପୁନିଆ… ଭୁବନେଶ୍ଵରରେ ରଘୁ ଜି

ଭୁବନେଶ୍ଵର, ୦୪/୧୦ : ଦୁଇ ଆଇଏଏସ୍‌ଙ୍କୁ ମିଳିଲା ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ। ଭୁପେନ୍ଦ୍ର ସିଂହ ପୁନିଆ ଏବଂ ରଘୁ ଜି. OSD ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଭୁପେନ୍ଦ୍ର ସିଂ ପୁନିଆଙ୍କୁ ରାଉରକେଲା ଦାୟିତ୍ୱ ଦିଆଯାଇଥିବା ବେଳେ ରଘୁ ଜି.ଙ୍କୁ ଭୁବନେଶ୍ୱର ଦାୟିତ୍ୱ ଦିଆଯାଇଛି।

ସୂଚନାନୁଯାୟୀ, ରଘୁ ଜୀ ଏବେ କଟକରେ ବୈଷୟିକ ଶିକ୍ଷା ଓ ତାଲିମ୍‌ ନିର୍ଦ୍ଦେଶକ ଅଛନ୍ତି । ଏସବୁ ଦାୟିତ୍ୱ ସହ ସେ ହକି ବିଶ୍ୱକପ୍‌ର ଓଏସଡି ଭାବରେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ସେହିପରି IAS ବଲଓ୍ଵନ୍ତ ସିଂଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। BDA ଭାଇସ୍‌ ଚେୟାରମ୍ୟାନ ସହ ଭୁବନେଶ୍ୱର ସ୍ମାର୍ଟସିଟି ଏମଡି ଦାୟିତ୍ୱରେ ମଧ୍ୟ ରହିବେ ବଲଓ୍ଵନ୍ତ ସିଂ।

ପ୍ରକାଶ ଥାଉକି, ଭୁବନେଶ୍ୱର ଓ ରାଉରକେଲାରେ ଜୁନିୟର ହକି ବିଶ୍ୱକପ୍‌ ଖେଳହେବ । ଯେଉଁଥିଲାଗି ରାଜ୍ୟ ସରକାର ପ୍ରସ୍ତୁତି ଜୋରଦାର କରିଛନ୍ତି । ବିଶେଷ କରି ରାଉରକେଲା ଓ ଭୁବନେଶ୍ୱରରେ ଥିବା ହକି ଷ୍ଟାଡିୟମ୍‌କୁ ପ୍ରସ୍ତୁତ କରାଯାଇଛି।

ସମ୍ବନ୍ଧିତ ଖବର