ପ୍ରମୂଖ ଖବର
  • ସମ୍ବଲପୁର: ଟେଲର ଦୋକାନରେ ପଶି ମା’ ଝିଅଙ୍କୁ ହାଣିଲେ ଦୁର୍ବୃତ୍ତ
  • ||
  • ହଟିବ ବ୍ରିଟିଶ ଆଇନ୍ , ଲାଗୁ ହେବ ଭାରତୀୟ ନିୟମ, ଜୁଲାଇରୁ ଲାଗୁ ହେବ ନୂଆ ପୁଲିସ ଆଇନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ଦୀପ ନିଆଁରୁ ଜଳିଲା ଦୁଇ ମହଲା ବିଲ୍ଡିଂ, ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ କର୍ମଚାରୀଙ୍କ ଉଦ୍ୟମ ଜାରି

ରାଉରକେଲା ୧୩/୧୧: ଦୀପ ନିଆଁରୁ ଜଳିଲା ଦୁଇ ମହଲା ବିଲ୍ଡିଂ। ଦେଖୁ ଦେଖୁ ଜଳିଗଲା ଆସବାବ ପତ୍ର। ଧୂଆଁମୟ ହୋଇଗଲା ଅଞ୍ଚଳ। ଏଭଳି ଭୟଙ୍କର ଅଗ୍ନିକାଣ୍ଡ ରାଉକେଲା କୋଏଲ ନଗର ଅଞ୍ଚଳରେ ଘଟିଛି। ଘଟଣାସ୍ଥଳରେ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛି।

ସୂଚନା ମୁତାବକ, ସୋମବାର ରାଉରକେଲା କୋଏଲ ନଗରରେ ଏକ ଦୁଇ ମହଲା ଘର ନିଆଁ ଲାଗିଯାଇଥିଲା । ଦୀପ ନିଆଁରୁ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି । ଘରର ସବୁ ଆସବାବପତ୍ର ନିଆଁରେ ପୋଡ଼ି ନଷ୍ଟ ହୋଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଥିଲେ। ଘର ଭିତରକୁ ସିଡି ପକାଇବା ପରେ ଭିତକୁ ପାଣି ମାଡ଼ କରିଥିଲେ ଅଗ୍ନିଶମ କର୍ମଚାରୀ। ତେବେ ନିଆଁକୁ ସମ୍ପୂର୍ଣ୍ଣ ଆୟତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.