ପ୍ରମୁଖ ଖବର
  • ଡିସେମ୍ବର ୯ରେ ଡବ୍ଲ୍ୟୁପିଏଲ୍‌-୨ ଅକ୍ସନ୍: ନିଲାମ ତାଲିକାରେ ୧୬୫ ଖେଳାଳି, ଡଟିନ, ୱାଟ୍‌ ଓ ଆଟାପଟୁଙ୍କ ଉପରେ ନଜର
  • ||
  • ଭୁବନେଶ୍ୱର: ସୋମବାରଠାରୁ ସଂସଦର ଶୀତ ଅଧିବେଶନ: ବିଜେଡି ଉଠାଇବ ବିଧାନ ପରିଷଦ, ପିଏମ୍‌ଏୱାଇ ପ୍ରସଙ୍ଗ
  • ||
  • ନିଶ୍ଚିନ୍ତକୋଇଲି: ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନକାଉଣ୍ଟର, ଅଭିଯୁକ୍ତ ନାଁରେ ରହିଛି ୫୩ଟି ମାମଲା
  • ||
  • ମଧ୍ୟପ୍ରଦେଶ ଟ୍ରେଣ୍ଡିଂରେ ବିଜେପିକୁ ବହୁମତ, ମୁଖ୍ୟମନ୍ତ୍ରୀ ଶିବରାଜଙ୍କୁ ଭେଟିବାକୁ ପହଞ୍ଚିଲେ ସିନ୍ଧିଆ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉତ୍ପାତିଆ ଦନ୍ତା ହାତୀ ହେବେ ସାବାଡ୍‌, ଖୁବ୍‌ଶୀଘ୍ର ହାତୀଙ୍କ ‘ପାଠଶାଳା’ରେ ହେବ କୁମ୍‌କୀ ପ୍ରଶିକ୍ଷଣ ଟ୍ରେନିଂ
  • ||
  • ଭୁବନେଶ୍ୱର: ବାତ୍ୟା ‘ମିଗଜାଉମ୍’ର ରୂପ ନେଲା ଗଭୀର ଅବପାତ, ଓଡ଼ିଶାରେ ପ୍ରବଳ ବର୍ଷା ସହ ପବନ ଆଶଙ୍କା
  • ||
  • ଭୁବନେଶ୍ୱର: OAS ସ୍ତରରେ ଛୋଟ ଧରଣର ଅଦଳବଦଳ: ୧୧ ଓଏଏସ୍ ଅଧିକାରୀଙ୍କ ବଦଳି
  • ||
  • ଫୁଲବାଣୀ: ସାଙ୍ଗମାନଙ୍କ ସହ ଭଉଣୀକୁ ଗଣଦୁଷ୍କର୍ମ ମାମଲା: ହତ୍ୟା ଅଭିଯୋଗରେ ଭାଇ ସମେତ ୪ ଗିରଫ
  • ||
  • ଆଜି ପଞ୍ଚମ ଟି-ଟ୍ୱେଣ୍ଟି: ଚିନ୍ନାସ୍ୱାମୀରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମୁକାବିଲା, ବଳକାଙ୍କୁ ମିଳିବ ସୁଯୋଗ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା: ବର୍ଷା ଧରି ଓଡ଼ିଶାରେ ପଶିବ, ଉଜାଡ଼ି ଦେବ ଅମଳ ମୁହାଁ ଫସଲ, ୧୩ ଜିଲ୍ଲାକୁ ବର୍ଷା ଆଲର୍ଟ
  • ||

ଦୀପ ନିଆଁରୁ ଜଳିଲା ଦୁଇ ମହଲା ବିଲ୍ଡିଂ, ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ କର୍ମଚାରୀଙ୍କ ଉଦ୍ୟମ ଜାରି

ରାଉରକେଲା ୧୩/୧୧: ଦୀପ ନିଆଁରୁ ଜଳିଲା ଦୁଇ ମହଲା ବିଲ୍ଡିଂ। ଦେଖୁ ଦେଖୁ ଜଳିଗଲା ଆସବାବ ପତ୍ର। ଧୂଆଁମୟ ହୋଇଗଲା ଅଞ୍ଚଳ। ଏଭଳି ଭୟଙ୍କର ଅଗ୍ନିକାଣ୍ଡ ରାଉକେଲା କୋଏଲ ନଗର ଅଞ୍ଚଳରେ ଘଟିଛି। ଘଟଣାସ୍ଥଳରେ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛି।

ସୂଚନା ମୁତାବକ, ସୋମବାର ରାଉରକେଲା କୋଏଲ ନଗରରେ ଏକ ଦୁଇ ମହଲା ଘର ନିଆଁ ଲାଗିଯାଇଥିଲା । ଦୀପ ନିଆଁରୁ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି । ଘରର ସବୁ ଆସବାବପତ୍ର ନିଆଁରେ ପୋଡ଼ି ନଷ୍ଟ ହୋଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଥିଲେ। ଘର ଭିତରକୁ ସିଡି ପକାଇବା ପରେ ଭିତକୁ ପାଣି ମାଡ଼ କରିଥିଲେ ଅଗ୍ନିଶମ କର୍ମଚାରୀ। ତେବେ ନିଆଁକୁ ସମ୍ପୂର୍ଣ୍ଣ ଆୟତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି।


Copyright © 2022 - Summa Real Media Private Limited. All Rights Reserved.