ପ୍ରମୂଖ ଖବର
  • ସାଲେପୁର : ବିଦ୍ୟାଳୟରେ ପାଠ ପଢାଇଲେ ଜିଲ୍ଲାପାଳ, ବୁଲି ଦେଖିଲେ ବିଜ୍ଞାନ ଲାବୋରେଟୋରୀ
  • ||
  • ଛତ୍ରପୁର : କାରାଗାରରେ ବିଚରାଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଆଠଗଡ : ଗଣେଶ ଭସାଣରେ ଛୁରା ମାଡ; ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ଵର : ବଡ଼ବଡ଼ିଆଙ୍କ କବଜାରେ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆଇସିୟୁ, ସାଧାରଣ ଏବଂ ଗରିବ ରୋଗୀଙ୍କ ପାଇଁ କବାଟ ବନ୍ଦ
  • ||
  • ଭଞ୍ଜନଗର : ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କୋଣାର୍କ : ମାନସିକ ବିକୃତ ଥିବା ବୃଦ୍ଧଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
  • ||
  • ମାଲକାନଗିରିରେ ସୁଧୁରୁଛି ବନ୍ୟାସ୍ଥିତି, ସମୀକ୍ଷା କଲେ ଦୁଇ ବରିଷ୍ଠ ଅଧିକାରୀ
  • ||

ଚିକିତ୍ସାରେ ଅର୍ଥ ବାଧକ, ସହାୟତା ପାଇଁ ଜିଲ୍ଲାପାଳଙ୍କୁ ଭେଟିଲେ ଉଦ୍ଧବ

ଫିରିଙ୍ଗିଆ, ୨୮।୮ : ଦୁର୍ଘଟଣା ପରେ ରୋଜଗାର ହରାଇଲେ।  ଆର୍ଥିକ ସମ୍ବଳ ନ ଥିବାରୁ ଚିକିତ୍ସିତ ମଧ୍ୟ ହୋଇପାରୁ ନାହାନ୍ତି। ଏ ନେଇ ସହାୟତା ଯୋଗାଇ ଦେବାକୁ ଉଦ୍ଧବ ସାହାଣୀ କନ୍ଧମାଳ ଜିଲ୍ଲାପାଳଙ୍କୁ ଅନୁରୋଧ କରିଛନ୍ତି। 

ଫିରିଙ୍ଗିଆ ଅଞ୍ଚଳର ବରପଡା ଗ୍ରାମର ଉଦ୍ଧବ ସାହାଣୀ ଯେତେବେଳେ ସୁସ୍ଥ ଥିଲେ ରୋଜଗାର କରି ପରିବାର ପ୍ରତିପୋଷଣ କରୁଥିଲେ। ତେବେ ଦୁର୍ଘଟଣା ପରେ ସେ ରୋଜଗାର ହରାଇଲେ। ଫଳରେ ପରିବାର ଭରଣ ପୋଷଣରେ ସମସ୍ୟା ହେଉଛି। ଆର୍ଥିକ ସ୍ଥିତି ଭଲ ନ ଥିବାରୁ ଚିକିତ୍ସିତ ମଧ୍ୟ ହୋଇ ପାରୁ ନାହାନ୍ତି। ଏଣୁ ଚିକିତ୍ସା ପାଇଁ ସହଯୋଗ କରିବା ପାଇଁ ଜିଲ୍ଲାପାଳଙ୍କୁ ଭେଟି ଅନୁରୋଧ କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.