ପ୍ରମୂଖ ଖବର
  • ବଜେଟ୍ ୨୦୨୪: ସଂସଦରେ ଜାମ୍ମୁ-କାଶ୍ମୀର ବଜେଟ୍ ଉପସ୍ଥାପିତ
  • ||
  • ବଜେଟ ୨୦୨୪: ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଡ଼ ଘୋଷଣା, ପର୍ଯ୍ୟଟନର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା
  • ||
  • ବଜେଟ୍ ୨୦୨୪: ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ, ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ
  • ||
  • ବଜେଟ ୨୦୨୪:୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ,ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ ସୁବିଧା
  • ||
  • ବଜେଟ୍୨୦୨୪: ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟିର ସହାୟତା,ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମ୍‌କୁ ମିଳିବ ସହାୟତା
  • ||
  • ବଜେଟ ୨୦୨୪: ବନ୍ୟା ନିୟନ୍ତ୍ରଣ ପାଇଁ ସହାୟତା ଘୋଷଣା,ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ୱତନ୍ତ୍ର ସହାୟତାର ଘୋଷଣା
  • ||
  • ବଜେଟ ୨୦୨୪: ଜମିବାଡ଼ି ସୁବ୍ୟବସ୍ଥିତ କରିବାକୁ ଆରମ୍ଭ ହେବ ଭୂ-ଆଧାର, ଭୂ-ଆଧାର ଜରିଆରେ ଜମିବାଡ଼ି ଡିଜିଟାଇଜେସନ ହେବ
  • ||
  • ବଜେଟ୍ ୨୦୨୪: ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ,ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ
  • ||
  • ବିଜେଟ୍ ୨୦୨୪-୨୫: ଗୟାରେ ହେବ ଇଣ୍ଡଷ୍ଟିଆଲ୍ କରିଡ଼ିର, ୧ ହଜାର ଆଇଟିଆଇକୁ ଅପଗ୍ରେଡ୍ କରାଯିବ
  • ||
  • ବିହାର, ଆନ୍ଧ୍ରପ୍ରଦେଶ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ହେବ, ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ
  • ||
  • ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ୪ଟା ଯାଏଁ ଗୃହ ମୁଲତବି
  • ||

ବ୍ରିଟେନରେ ସଂସଦୀୟ ନିର୍ବାଚନ ଲାଗି ମତଦାନ ଆରମ୍ଭ, ପିଏମ୍ ଋଷି ସୁନକ ଏବଂ ତାଙ୍କ ସ୍ତ୍ରୀ ଅକ୍ଷତା ମୂର୍ତ୍ତି ଦେଲେ ଭୋଟ୍

ନୂଆଦିଲ୍ଲୀ,୪/୭ : ବ୍ରିଟେନରେ ହାଉସ ଅଫ କମନ୍ସ ଲାଗି ମତଦାନ ଆରମ୍ଭ ହୋଇଯାଇଛି । ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଋଷି ସୁନକ ଏବଂ ତାଙ୍କ ସ୍ତ୍ରୀ ଅକ୍ଷତା ମୂର୍ତ୍ତି ଆରମ୍ଭରୁ ହିଁ ଭୋଟ୍ ଦେଇ ଦେଇଛନ୍ତି । ପୂର୍ବ ୧୪ବର୍ଷରୁ ବ୍ରିଟେନର ସତ୍ତା ଉପରେ କବଜା କରିଥିବା କଞ୍ଜର୍ବେଟିଭ ପାଟିକୁ ଏଥର ବିପକ୍ଷ ଲେବର ପାର୍ଟି ସହ କଡ଼ା ମୁକାବିଲାର ସାମ୍ନାକୁ କରିବାକୁ ପଡ଼ୁଛି । ନିର୍ବାଚନ ପୂର୍ବରୁ  ହୋଇଥିବା ସର୍ଭେରେ ଅନୁମାନ ଲଗାଯାଉଥିଲା କି ଏଥର ଲେବର ପାର୍ଟିକୁ ମଜବୁତ ବହୁମତ ମିଳୁଛି ।

ବ୍ରିଟେନର ନିର୍ବାଚନରେ ଏଥର ଭାରତୀୟ ନିବାସୀ ମୁଦ୍ଦା ହୋଇଛନ୍ତି । ଭାରତୀୟ ନିବାସୀର ହିନ୍ଦୁ ଭୋଟରଙ୍କୁ ନିଜ ଆଡ଼କୁ ଆଣିବା ଲାଗି କଞ୍ଜର୍ବେଟିଭ ପାର୍ଟି ୩୦ ଏବଂ ଲେବରପାର୍ଟି ୩୩ଜଣ ପ୍ରାର୍ଥୀଙ୍କୁ ମୈଦାନରେ ଓହ୍ଲାଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.