ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

UNSCରେ ଭାରତର ସ୍ଥାୟୀ ସଦସ୍ୟତା ଦାବି, ଫ୍ରାନ୍ସ ପରେ ବ୍ରିଟେନର ଦୃଢ଼ ସମର୍ଥନ

ନୂଆଦିଲ୍ଲୀ,୨୮/୦୯: ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଭାରତର ସ୍ଥାୟୀ ସଦସ୍ୟତା ଦାବିକୁ  ବ୍ରିଟେନ ପ୍ରଧାନମନ୍ତ୍ରୀ କୈର ଷ୍ଟାର୍ମର ଦୃଢ଼ ସମର୍ଥନ  କରିଛନ୍ତି । 

ଜାତିସଂଘର ୭୯ତମ ସାଧାରଣ ଅଧିବେଶନରେ  ଗୁରୁବାର ସେ ୟୁଏନ୍‌ଏସ୍‌ସିରେ ଭାରତର ସ୍ଥାୟୀ  ପ୍ରତିନିଧିତ୍ୱକୁ ସପୋର୍ଟ କରି କହିଛନ୍ତି, ପ୍ରତିନିଧିତ୍ୱର  ପରିସର ବଢ଼ାଇବା ଲାଗି ୟୁଏନ୍‌ଏସ୍‌ସିରେ ପରିବର୍ତ୍ତନ  ଆବଶ୍ୟକ । ପରିଷଦରେ ବ୍ରାଜିଲ, ଭାରତ, ଜାପାନ ଏବଂ  ଜର୍ମାନୀଙ୍କୁ ସ୍ଥାୟୀ ସଦସ୍ୟ ଭାବେ ଦେଖିବାକୁ ଚାହୁଁ ବୋଲି  ସେ କହିଥିଲେ । ଏହା ପୂର୍ବରୁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ  ମାକ୍ରନ୍‌ ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଭାରତର ସ୍ଥାୟୀ ସଦସ୍ୟତା ଦାବିକୁ ସମର୍ଥନ କରିଥିଲେ ।  ଏବେ ୟୁଏନ୍‌ଏସ୍‌ସିରେ ୫ ସ୍ଥାୟୀ ସଦସ୍ୟ ଏବଂ ୧୦ ଅସ୍ଥାୟୀ ସଦସ୍ୟ ଅଛନ୍ତି । ସ୍ଥାୟୀ ସଦସ୍ୟମାନେ ହେଲେ  ରୁଷ୍‌, ବ୍ରିଟେନ, ଚୀନ୍‌, ଫ୍ରାନ୍ସ ଏବଂ ଆମେରିକା । ଅସ୍ଥାୟୀ  ସଦସ୍ୟମାନେ ଜାତିସଂଘ ସାଧାରଣ ପରିଷଦ ଦ୍ୱାରା ୨ ବର୍ଷ  କାର୍ଯ୍ୟକାଳ ପାଇଁ ମନୋନୀତ ହୋଇଥାନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.