ପ୍ରମୂଖ ଖବର
  • ଅପରେସନ ‘ସିନ୍ଦୂର’କୁ ନେଇ ଆସିପାରେ ବଡ଼ ସୂଚନା, ଅପରାହ୍ନ ୫ଟା ୩୦ରେ MEA ପ୍ରେସ୍‌ବ୍ରିଫ୍
  • ||
  • ମହଜୁଦ ଅଛି ଆବଶ୍ୟକୀୟ ଇନ୍ଧନ, ଆତଙ୍କିତ ନହେବାକୁ IOCLର ପରାମର୍ଶ
  • ||
  • ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଗୁଜୁରାଟ, ପଞ୍ଜାବ, ରାଜସ୍ଥାନ ସିଏମ୍‌ଙ୍କ ସହ ଆଲୋଚନା
  • ||
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

‘ଖୁବ୍ ଶୀଘ୍ର ମରିଯିବେ ପୁଟିନ୍‌...’, ଋଷ-ୟୁକ୍ରେନ୍ ଲଢେଇ ମଧ୍ୟରେ ଜେଲେନସ୍କିଙ୍କ ବଡ଼ ବୟାନ, କହିଲେ-ଗମ୍ଭୀର ରୋଗରେ ପୀଡିତ

Published By : Prameya | March 27, 2025 2:14 PM

ନୂଆଦିଲ୍ଲୀ,୨୭।୩:  ଋଷ ରାଷ୍ଟ୍ରପତି ବ୍ଲାଡିମିର ପୁଟିନ୍‌ ଖୁବ୍ ଶୀଘ୍ର ମରିଯିବେ। ତାଙ୍କ ଦେହ ବହୁତ ଖରାପ। ଆଉ ଏକଥା ପୁରା ସତ। ତାଙ୍କର ମୃତ୍ୟୁ ପରେ ଦୁଇ ଦେଶ ଭିତରେ ଚାଲିଥିବା ଯୁଦ୍ଧ ମଧ୍ୟ ଶେଷ ହୋଇଯିବ। ଏଭଳି ଏକ ବୟାନ ଦେଇଛନ୍ତି ୟୁକ୍ରେନ୍ ରାଷ୍ଟ୍ରପତି ଭୋଲ୍ଡିମିର ଜେଲେନସ୍କି। ତାଙ୍କର ଏହି ଦାବି ପରେ ବିଶ୍ବ ରାଜନୀତିରେ ବଢିଛି ଚର୍ଚ୍ଚା।

ଅସ୍ତ୍ରବିରତୀ ନେଇ ସହମତି ପରେ ମଧ୍ୟ ଋଷ-ୟୁକ୍ରେନ୍‌ ମଧ୍ୟରେ ଜାରି ରହିଛି ଡ୍ରୋନ୍ ଆକ୍ରମଣ। ଏହା ମଧ୍ୟରେ ପୁଟିନ୍‌ଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଜେଲେନସ୍କି ଦେଇଛନ୍ତି ବଡ଼ ବୟାନ। ସେ କହିଛନ୍ତି, ପୁଟିନ୍‌ଙ୍କ ମୃତ୍ୟୁ ଖୁବ୍ ନିକଟ।  ବୁଧବାର ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ୍‌ଙ୍କ ସହ ବୈଠକ ପରେ ଏଭଳି ବୟାନ ଦେଇଛନ୍ତି ଜେଲେନସ୍କି। ସେ କହିଛନ୍ତି ଶାନ୍ତି ଆଲୋଚନା ପରେ ବି ଋଷ ଲଢେଇକୁ ଲମ୍ବା ଟାଣିବାକୁ ଚାହୁଁଛନ୍ତି। ଏହାର ଅର୍ଥ ଋଷ ଯୁଦ୍ଧ ଚାହେଁ। ହେଲେ ଆମକୁ ଋଷ ଉପରେ ଚାପ ପକାଇବା ଦରକାର ଯେ, ଯୁଦ୍ଧ କିଭଳି ଶେଷ କରୁ।

ଗତ କିଛି ମାସ ଧରି ମଧ୍ୟ ପୁଟିନ୍‌ଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ବିଭିନ୍ନ ପ୍ରକାର ଚର୍ଚ୍ଚା ଚାଲିଛି। ପୁଟିନ୍‌ଙ୍କୁ ଲଗାତାର କାଶୁଥିବାର ଓ ହାତ-ଗୋଡ଼‌ ଥରିବାର ଭିଡିଓ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ଏପରିକି ଚେୟାରରେ ବସିବା ବେଳେ ସେ ଟେବଲକୁ ଜୋରରେ ଧରିକି ବସିଥିଲେ। ଏହି ଭିଡିଓ ପରେ ଜେଲେନସ୍କିଙ୍କ ଏଭଳି ଦାବି ପୁଟିନ୍‌ଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚିନ୍ତା ସୃଷ୍ଟି କରିଛି। ବହୁ ରିପୋର୍ଟରେ ଦାବି କରାଯାଉଛି ଯେ, ପୁଟିନ୍ ପାର୍କିନସନ୍ ଓ କ୍ୟାନସରରେ ପୀଡିତ। ତେବେ ଗଣମାଧ୍ୟମର ସମସ୍ତ ରିପୋର୍ଟକୁ ଖଣ୍ଡନ କରିଆସୁଛି କ୍ରେମାଲିନ୍।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.