ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ପିକଅପ୍ ଭ୍ୟାନ୍ ଧକ୍କାରେ ମାମୁଁ ଭାଣିଜୀ ଗୁରୁତର, କଟକ ସ୍ଥାନାନ୍ତର

Published By : Rasmita Pradhan | January 18, 2025 12:44 PM

ଆନନ୍ଦପୁର, ୧୮/୦୧ : ଆନନ୍ଦପୁର ଥାନା ବିରିଡ଼ିହି ଛକ ନିକଟରେ ଦୁର୍ଘଟଣା। ପିକଅପ୍ ଭ୍ୟାନ୍ ଧକ୍କାରେ ମାମୁଁ ଭାଣିଜୀ ଗୁରୁତର। ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ଆନନ୍ଦପୁର ମେଡିକାଲକୁ ପଠାଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଦୁହିଁଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। 

ଏହି ଖବରଟିକୁ ପଢନ୍ତୁ-ଡାଲମିଆ ସିମେଣ୍ଟ ପ୍ଲାଣ୍ଟ ଅଘଟଣ : ମୃତକଙ୍କ ପରିବାରକୁ ୨୫ ଲକ୍ଷ ସହାୟତା, ସ୍ତ୍ରୀଙ୍କୁ ଚାକିରି ସହ ପିଲାଙ୍କ ପଢା ଖର୍ଚ୍ଚ ଦେବ କମ୍ପାନୀ

ସୂଚନାନୁଯାୟୀ, ଶନିବାର ସକାଳୁ ବିରିଡିହା ରଣାସାହି ଗ୍ରାମର ରବୀନ୍ଦ୍ର ରଣା (୫୬ ବର୍ଷ) ତାଙ୍କ ଭାଣିଜୀକୁ ବାଇକ୍‌ରେ ଧରି ବିରିଡିହା ବଜାରକୁ ଯାଉଥିଲେ। ଏହି ସମୟରେ ନଦା ପଟୁ ଏକ ଗୋରୁ ବୁହା ପିକଅପ୍ ଭ୍ୟାନ୍ ଗୋରୁ ଖାଲି କରି ଦ୍ରୁତ ବେଗରେ ଫେରୁଥିବା ବେଳେ ବିରିଡିହା ଛକ ନିକଟରେ ରବୀନ୍ଦ୍ରଙ୍କ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ରବୀନ୍ଦ୍ର ଏବଂ ତାଙ୍କ ଭାଣିଜୀ ବଜାର ନିକଟରେ ଥିବା ଏକ ଅଜବେଷ୍ଟସ୍ ଉପରକୁ ଫୋପାଡି ହୋଇପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆନନ୍ଦପୁର ମେଡିକାଲକୁ ପଠାଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଦୁହିଁଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସ୍ଥାନୀୟ ଲୋକେ ପିକଅପ୍ ଭ୍ୟାନ୍‌ଟିକୁ ଅଟକାଇ ଆନନ୍ଦପୁର ପୋଲିସ ଜିମା ଦେଇଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.