ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

କୁମ୍ବିଂ ଅପରେସନ୍‌ ବେଳେ ମାଓବାଦୀଙ୍କ ସୁଡଙ୍ଗ ଠାବ, ଶତାଧିକ ବନ୍ଧୁକ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ

Published By : Harapriya Sethi | January 18, 2025 11:00 AM

ମାଲକାନଗିରି,୧୮/୦୧: ଛତିଶଗଡ଼ରେ ମାଓବାଦୀଙ୍କୁ ଲାଗିଲା ବଡ଼ ଝଟକା । ବିଜାପୁର ସୁକୁମା ସିମାନ୍ତରେ ଏନକାଉଣ୍ଟର ପରେ ଯବାନଙ୍କ କୁମ୍ବିଂ ଅପରେସନ ବେଳେ ଜଙ୍ଗଲ ଭିତରେ ଠାବ ହେଲା ମାଓବାଦୀଙ୍କ ବିଶାଳ ସୁଡଙ୍ଗ । ସୁଡଙ୍ଗ ଭିତରେ ମାଓବାଦୀଙ୍କ ବନ୍ଧୁକ ତିଆରି କରିବା କାରଖାନା ଦେଖିବାକୁ ମିଳିଛି । ସେଠାରୁ ଶତାଧିକ ବନ୍ଧୁକ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛି । ସେହି ସୁଡଙ୍ଗ ଭିତରେ ଦୀର୍ଘ ବର୍ଷ ଧରି ମାଓବାଦୀ ମାନେ ଅସ୍ତ୍ର ଶସ୍ତ୍ର ତିଆରି କରୁଥିଲେ ।


ସୂଚନା ମୁତାବକ, ପୂଜାରୀ ଲଙ୍କା ଜଙ୍ଗଲକୁ ନିଜର ସୁରକ୍ଷା ସ୍ଥାନ ଭାବି ନେଇଥିଲି ମାଓବାଦୀ । ହେଲେ ବିଜାପୁର ଓ ସୁକୁମା ଜିଲ୍ଲାର ଡିଆରଜି ଓ ଏସଟିଏଫ ବାହିନୀର ଯବାନ ମାନେ କୁମ୍ବିଂ ଅପରେସନ କରୁଥିବା ସମୟରେ ଜଙ୍ଗଲ ଭିତରେ ମାଓବାଦୀଙ୍କ ସୁଡଙ୍ଗକୁ ଠାବ କରିଥିଲେ । ପରେ ଏହି ସୁଡଙ୍ଗ ଭିତରେ ଯବାନ ମାନେ ପଶିଲା ପରେ ବନ୍ଧୁକ ତିଆରି ହେଉଥିବା ସମସ୍ତ ଯନ୍ତ୍ରପାତି ଦେଖି ଆଶ୍ଚର୍ଯ୍ୟ ହୋଇଥିଲେ । ପରେ ସମ୍ପୃକ୍ତ ଅଞ୍ଚଳକୁ ଘେରି ଶତାଧିକ ବନ୍ଧୁକ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଥିବା ନେଇ ସୂଚନା ଦେଇଛନ୍ତି ସୁକୁମା ଏସପି କିରଣ ଚୌହାନ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.